Revelation 20:14 — Compare Translations

7 translations compared side by side

Odia - 1840
"ତା'ପରେ ମୃତ୍ଯୁ ଓ ପାତାଳକୁ ଅଗ୍ନିମୟ ହ୍ରଦକୁ ନିକ୍ଷପେ କରାଗଲା। ଏହି ଅଗ୍ନିମୟ ହ୍ରଦ ଦ୍ବିତୀୟ ମୃତ୍ଯୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା । ଏହି ମୃତ୍ୟୁ, ଅର୍ଥାତ୍, ଅଗ୍ନିମୟ ହ୍ରଦ, ଦ୍ଵିତୀୟ ମୃତ୍ୟୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ମୃତ୍ୟୁ ଓ ମୃତ୍ୟୁପୁରୀକୁ ସେହି ଅଗ୍ନିମୟ ହ୍ରଦରେ ନିକ୍ଷେପ କରାଗଲା। (ଏହି ଅଗ୍ନିମୟ ହ୍ରଦ ହେଉଛି, ଦ୍ୱିତୀୟ ମୃତ୍ୟୁ।)
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦକୁ ନିକ୍ଷେପ କରାଗଲା। ଏହି ଅଗ୍ନିମୟ ହ୍ରଦ ଦ୍ୱିତୀୟ ମୃତ୍ୟୁ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍‍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା । ଏହି ମୃତ୍ୟୁ, ଅର୍ଥାତ୍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮರ್‍ನಾಕ್ ಅನಿ ಪಾತಾಳಾತ್ಲ್ಯಾ ಲೊಕಾಕ್ನಿ ಆಗಿಚ್ಯಾ ನರ್ಕಾತ್ ಟಾಕುನ್ ಹೊಲೆ. ಹ್ಯೊ ಆಗಿಚೊ ದೊನ್ವೆಚೆ ಮರಾನ್.