Revelation 20:15 — Compare Translations
7 translations compared side by side
Odia - 1840
"ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲଖାେ ହାଇେଥିବାର ଦଖାଗେଲା ନାହିଁ, ତାହାକୁ ମଧ୍ଯ ଅଗ୍ନିମୟ ହ୍ରଦ ରେ ନିକ୍ଷପେ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନଙ୍କର ନାମ ଜୀବନ ପୁସ୍ତକରେ ଲେଖାଯାଇ ନ ଥିଲା, ସେମାନେ ମଧ୍ୟ ସମସ୍ତେ ଅଗ୍ନିମୟ ହ୍ରଦରେ ନିକ୍ଷିପ୍ତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖାଗଲା ନାହିଁ, ତାହାକୁ ମଧ୍ୟ ଅଗ୍ନିମୟ ହ୍ରଦରେ ନିକ୍ଷେପ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।
Odia IRV 2017 (ଓଡିଆ ବାଇବେଲ)
ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನಾಚಿ ನಾವಾ ಝಿತ್ತ್ಯಾಂಚ್ಯಾ ಪುಸ್ತಕಾತ್ ಲಿವಲ್ಲಿನಾತ್ ತೆಂಕಾ ಆಗಿಚ್ಯಾ ನರ್ಕಾತ್ ಟಾಕುನ್ ಹೊಲೆ.