Revelation 20:2 — Compare Translations
7 translations compared side by side
Odia - 1840
"ସ୍ବର୍ଗଦୂତ ସହେି ବିଶାଳକାୟ ପୁରୁଣା ସାପକୁ ଧରିପକାଇଲେ। ସହେି ସାପ ହେଉଛି ଶୟତାନ। ଦୂତ ତାହାକୁ ଏକହଜାର ବର୍ଷ ପର୍ୟ୍ଯନ୍ତ ଶିକୁଳି ରେ ବାନ୍ଧି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍, ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସେହି ପ୍ରାଚୀନ ସର୍ପ, ସେହି ପିଶାଚ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ଜଞ୍ଜିରରେ ବାନ୍ଧି ପକାଇଲେ
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗଦୂତ ସେହି ବିଶାଳକାୟ ପୁରୁଣା ସାପକୁ ଧରିପକାଇଲେ। ସେହି ସାପ ହେଉଛି ଶୟତାନ। ଦୂତ ତାହାକୁ ଏକହଜାର ବର୍ଷ ପର୍ଯ୍ୟନ୍ତ ଶିକୁଳିରେ ବାନ୍ଧି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,
Odia IRV 2017 (ଓଡିଆ ବାଇବେଲ)
ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತ್ಯಾ ಭಯಾನಕ್ ಸಾಪಾಕ್, ತ್ಯಾ ಅದ್ಲ್ಯಾ ಕಾಲಾತ್ಲ್ಯಾ ಸಾಪಾಕ್, ತೊಚ್ ತೊ ಗಿರೊ ನಾಹೊಲ್ಯಾರ್ ಸೈತಾನ್. ತೆಕಾ ಧರ್ಲ್ಯಾನ್ ಅನಿ ಎಕ್ ಹಜಾರ್ ವರ್ಸಾಂಚ್ಯಾಸಾಟ್ನಿ ತೆಕಾ ಸರ್ಪೊಳ್ಯಾನಿ ಘಟ್ ಭಾಂದ್ಲ್ಯಾನ್.