Revelation 20:5 — Compare Translations

7 translations compared side by side

Odia - 1840
"(ଅବଶିଷ୍ଟ ମୃତ ଲୋକମାନେ ଏକହଜାର ବର୍ଷ ପୂର୍ଣ୍ଣ ନ ହବୋ ପର୍ୟ୍ଯନ୍ତ ବଞ୍ଚି ଉଠିଲେ ନାହିଁ।) ଏହା ହିଁ ପ୍ରଥମ ପୁନରୁତ୍ଥାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ । ଏହା ହିଁ ପ୍ରଥମ ପୁନରୁତ୍ଥାନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସହସ୍ର ବର୍ଷ ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଅନ୍ୟ କୌଣସି ମୃତ ବ୍ୟକ୍ତିର ପୁନରୁତ୍ଥାନ ହୋଇପାରି ନ ଥିଲା। ଏହା ପ୍ରଥମ ପୁନରୁତ୍ଥାନ।
Odia Bible ERV 2004 (ପବିତ୍ର ବାଇବଲ)
(ଅବଶିଷ୍ଟ ମୃତ ଲୋକମାନେ ଏକହଜାର ବର୍ଷ ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ବଞ୍ଚି ଉଠିଲେ ନାହିଁ।) ଏହା ହିଁ ପ୍ରଥମ ପୁନରୁ‌ତ୍‌‌ଥାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ। ଏହା ହିଁ ପ୍ରଥମ ପୁନରୁତ୍ଥାନ।
Odia IRV 2017 (ଓଡିଆ ବାଇବେଲ)
ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ । ଏହା ହିଁ ପ୍ରଥମ ପୁନରୁତ୍ଥାନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಹುರಲ್ಲಿ ಮರಲ್ಲಿ ಲೊಕಾ ಎಕ್ ಹಜಾರ್ ವರ್ಸಾ ಸರಿ ಪತರ್ ಝಿತ್ತಿ ಹೊವ್ನ್ ಉಟುಕ್‍ನ್ಯಾತ್ ಹೆಚ್ ‍ಅದ್ದಿಚೆ ಮರಲ್ಲೆ ಝಿತ್ತೆ ಹೊವ್ನ್ ಉಟ್ತಲೆ.