Revelation 20:6 — Compare Translations
7 translations compared side by side
Odia - 1840
"ଏହି ପ୍ରଥମ ପୁନରୁତ୍ଥାନ ରେ ଯେଉଁମାନେ ଅଂଶୀ ହୁଅନ୍ତି, ସମାନେେ ଧନ୍ଯ ଓ ପବିତ୍ର। ଏମାନଙ୍କ ଉପରେ ଦ୍ବିତୀୟ ମୃତ୍ଯୁର କୌଣସି କ୍ଷମତା ନାହିଁ। ସହେି ଲୋକମାନେ ପରମେଶ୍ବରଙ୍କର ଓ ଖ୍ରୀଷ୍ଟଙ୍କର ଯାଜକ ହବେେ। ସମାନେେ ତାହାଙ୍କ ସହିତ ଏକହଜାର ବର୍ଷ ପର୍ୟ୍ଯନ୍ତ ଶାସନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ଵିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଞ୍ଚ ସେମାନେ ଈଶ୍ଵରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ଵ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୃତ ବ୍ୟକ୍ତିମାନଙ୍କର ଏହି ପ୍ରଥମ ପୁନରୁତ୍ଥାନରେ ଯେଉଁମାନେ ଅନ୍ତର୍ଭୁକ୍ତ, ସେମାନେ କେଡ଼େ ଭାଗ୍ୟବାନ। ସେମାନେ କେଡ଼େ ସୁଖୀ! ସେମାନଙ୍କୁ ଆଉ ଦ୍ୱିତୀୟ ଥର ମୃତ୍ୟୁଭୋଗ କରିବାକୁ ପଡ଼ିବ ନାହିଁ। ସେମାନେ ଈଶ୍ୱରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରଥମ ପୁନରୁତ୍ଥାନରେ ଯେଉଁମାନେ ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର। ଏମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି କ୍ଷମତା ନାହିଁ। ସେହି ଲୋକମାନେ ପରମେଶ୍ୱରଙ୍କର ଓ ଖ୍ରୀଷ୍ଟଙ୍କର ଯାଜକ ହେବେ। ସେମାନେ ତାହାଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ୱରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಪಯ್ಲೆಚ್ಯಾ ಮರಲ್ಲೆ ಝಿತ್ತೆ ಹೊವ್ನ್ ಉಟ್ತಲ್ಯಾತ್ ಮಿಳಲ್ಲಿ ಲೊಕಾ ಕವ್ಡಿ ಪವಿತ್ರ್ ಅನಿ ಸುಖಿ, ದೊನ್ವೆಚ್ಯಾ ಮರ್ನಾಕ್ ಹ್ಯೆಂಚೆ ವರ್ತಿ ಅದಿಕಾರ್ ನಾ; ತೆನಿ ದೆವಾಚಿ ಅನಿ ಕ್ರಿಸ್ತಾಚಿ ಯಾಜಕಾ ಹೊತ್ಯಾತ್ ಅನಿ ತೆನಿ ತ್ಯೆಚ್ಯಾ ವಾಂಗ್ಡಾ ಎಕ್ ಹಜಾರ್ ವರ್ಸಾ ರಾಜ್ ಚಾಲ್ವುತ್ಯಾತ್.