Revelation 20:8 — Compare Translations

7 translations compared side by side

Odia - 1840
"ସେ ପୃଥିବୀର ଚାରିକୋଣରୁ ଯାଇ ସବୁ ଦେଶମାନଙ୍କୁ ଭ୍ରାନ୍ତ କରିବ, ଓ ସହେି ସମୁଦ୍ରର ବାଲି ପରି ଅସଂଖ୍ଯ ଗୋଗ୍ ଓ ମାଗୋଗ୍ଙ୍କୁ ଏକତ୍ର କରି ୟୁଦ୍ଧ କରିବାକୁ ବାହାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍, ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗୋଗ୍ ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ଗୋଗ୍ ଓ ମାଗୋଗ୍ ପରି ପୃଥିବୀର ଚାରିଆଡ଼େ ସମୁଦ୍ରର ବାଲୁକାରାଶି ସଦୃଶ ବିକ୍ଷିପ୍ତ ହୋଇ ରହିଥିବା ଜାତିମାନଙ୍କର ଅଗଣିତ ଜନତାକୁ ଶୟତାନ ପ୍ରବଞ୍ଚନା କରି ଯୁଦ୍ଧ ପାଇଁ ଏକଜୁଟ କରାଇବ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପୃଥିବୀର ଗ୍ଭରି କୋଣକୁ ଯାଇ ସବୁ ଦେଶମାନଙ୍କୁ ଭ୍ରାନ୍ତ କରିବ, ଓ ସେହି ସମୁଦ୍ରର ବାଲି ପରି ଅସଂଖ୍ୟ ଗୋଗ୍ ଓ ମାଗୋ‌ଗ୍‌ଙ୍କୁ ଏକତ୍ର କରି ଯୁଦ୍ଧ କରିବାକୁ ବାହାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍‍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೊ ಭಾಯ್ರ್ ಪಡುನ್ ಸಗ್ಳ್ಯಾ ಜಗಾತ್ ಫಿರ್ತಾ, ಅನಿ ಗೊಗ್ ಅನಿ ಮಾಗೊಗ್ ಮನ್ತಲ್ಯಾ ಲೊಕಾಕ್ನಿ ಪಸ್ವುನ್ ಅಪ್ನಾಕ್ಡೆ ಕರುನ್ ಘೆತಾ. ಮಾನಾ ಸೈತಾನ್ ತೆಂಕಾ ಮಾರಾಮಾರಿಕ್ ಮನುನ್ ಘೆವ್ನ್ ಯೆತಾ. ತ್ಯಾ ಲೊಕಾಂಚಿ ಜನ್‍ಸಂಖಿ ಸಮುಂದರಾಚ್ಯಾ ದಂಡೆಕ್ ಅಸಲ್ಲ್ಯಾ ರಿತಿಚ್ಯಾ ದಾನ್ಯಾಂಚ್ಯಾ ತವ್ಡಿ ರ್‍ಹಾತಾ.