Revelation 20:9 — Compare Translations

7 translations compared side by side

Odia - 1840
"ଶୟତାନର ସନୋବାହିନୀ ପୃଥିବୀର ପ୍ରେତ୍ୟକକ ସ୍ଥାନକୁ ଯାଇ ପରମେଶ୍ବରଙ୍କର ଲୋକମାନଙ୍କ ଶିବିରଗୁଡ଼ିକୁ ଓ ପରମେଶ୍ବରଙ୍କ ପ୍ରିୟ ନଗରକୁ ନଇଗେଲେ। କିନ୍ତୁ ସ୍ବର୍ଗରୁ ଅଗ୍ନି ଆସିଲା ଓ ତା'ର ସନୋବାହିନୀକୁ ବିନାଶ କରି ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପୃଥିବୀର ପ୍ରସ୍ଥରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ । ସେତେବେଳେ ସ୍ଵର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପୃଥିବୀର ସର୍ବତ୍ର ମାଡ଼ି ଯାଇ ପ୍ରଭୁଭକ୍ତ ସାଧୁମାନଙ୍କର ଶିବିର ସବୁକୁ ଓ ଈଶ୍ୱରଙ୍କ ପ୍ରିୟ ନଗରୀକୁ ଘେରିଯିବେ। ମାତ୍ର ସ୍ୱର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଧ୍ୱଂସ କରିଦେବ
Odia Bible ERV 2004 (ପବିତ୍ର ବାଇବଲ)
ଶୟତାନର ସେନାବାହିନୀ ପୃଥିବୀର ପ୍ରତ୍ୟେକ ସ୍ଥାନକୁ ଯାଇ ପରମେଶ୍ୱରଙ୍କର ଲୋକମାନଙ୍କ ଶିବିରଗୁଡ଼ିକୁ ଓ ପରମେଶ୍ୱରଙ୍କ ପ୍ରିୟ ନଗରକୁ ଘେରିଗଲେ। କିନ୍ତୁ ସ୍ୱର୍ଗରୁ ଅଗ୍ନି ଆସିଲା ଓ ତା’ର ସେନାବାହିନୀକୁ ବିନାଶ କରିଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପୃଥିବୀର ପ୍ରଶସ୍ତ ସ୍ଥାନରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ। ସେତେବେଳେ ସ୍ୱର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପୃଥିବୀର ପ୍ରଶସ୍ତ ସ୍ଥାନରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ । ସେତେବେଳେ ସ୍ୱର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಗ್ಳ್ಯಾ ಜಗಾತ್ ಪಗಳ್ತ್ಯಾತ್, ಅನಿ ದೆವಾಚಿ ಸೈನಿಕಾ ರ್‍ಹಾತಲ್ಯಾ ಜಾಗ್ಯಾಕ್ನಿ, ಅನಿ ತ್ಯೆಚ್ಯಾ ಪ್ರೆಮಾಚ್ಯಾ ಶಾರಾಚ್ಯಾ ಭೊತ್ಯಾನಿ ಘೆರ್ ಘಾಲುನ್ ಇಬೆ ರ್‍ಹಾತ್ಯಾತ್. ಖರೆ ಸರ್‍ಗಾ ವೈನಾ ಆಗ್ ಯೆತಾ ಅನಿ ತೆಂಕಾ ನಾಸ್ ಕರುನ್ ಟಾಕ್ತಾ.