Revelation 21:1 — Compare Translations
7 translations compared side by side
Odia - 1840
"ଏହାପରେ ମୁଁ ଗୋଟିଏ ନୂତନ ସ୍ବର୍ଗ ଓ ନୂତନ ପୃଥିବୀ ଦେଖିଲି। ପ୍ରଥମ ସ୍ବର୍ଗ ଓ ପ୍ରଥମ ପୃଥିବୀ ଅଦୃଶ୍ଯ ହାଇେ ଯାଇଥିଲା। ସଠାେରେ ଆଉ ସମୁଦ୍ର ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ମୁଁ ଏକ ନୂତନ ଆକାଶମଣ୍ତଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶ- ମଣ୍ତଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି ସମୁଦ୍ର ଆଉ ନ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରିଶେଷରେ ମୁଁ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ଦେଖିଲି। ପୁରାତନ ଆକାଶ, ପୁରାତନ ପୃଥିବୀ ଓ ସମୁଦ୍ର ଉଭେଇ ଗଲା।
Odia Bible ERV 2004 (ପବିତ୍ର ବାଇବଲ)
ନୂତନ ଯିରୁଶାଲମ ଏହା ପରେ ମୁଁ ଗୋଟିଏ ନୂତନ ସ୍ୱର୍ଗ ଓ ନୂତନ ପୃଥିବୀ ଦେଖିଲି। ପ୍ରଥମ ସ୍ୱର୍ଗ ଓ ପ୍ରଥମ ପୃଥିବୀ ଅଦୃଶ୍ୟ ହୋଇଯାଇଥିଲା। ସେଠାରେ ଆଉ ସମୁଦ୍ର ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ “ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ” ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಮಿಯಾ ನ್ಹವೊ ಸರ್ಗ್ ಅನಿ ನ್ಹವಿ ಜಿಮಿನ್ ಬಗಟ್ಲೊ, ಅದ್ದಿಚೊ ಸರ್ಗ್ ಅನಿ ಜಿಮಿನ್ ನಾಪತ್ತೊ ಹೊವ್ನ್ ಗೆಲೆ.