Revelation 21:10 — Compare Translations

7 translations compared side by side

Odia - 1840
"ସେ ଦୂତ ମାେତେ ଆତ୍ମା ଦ୍ବାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନଇଗେଲେ। ସେ ମାେତେ ପବିତ୍ର ନଗରୀ ୟିରୁଶାଲମ ଦଖାଇେଲେ। ମୁଁ ସହେି ନଗରୀକୁ ପରମେଶ୍ବରଙ୍କ ପାଖରୁ ସ୍ବର୍ଗରୁ ଆସିବାର ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମକୁ ଦେଖାଇଲେ, ତାହା ସ୍ଵର୍ଗରୁ ଈଶ୍ଵରଙ୍କ ନିକଟରୁଣଯିହି. ୪୦:୨
Odia BSI (ପବିତ୍ର ବାଇବଲ (CL) NT (BSI))
ପବିତ୍ରାତ୍ମା ମୋ’ ଉପରେ ଅଧିଷ୍ଠାନ କଲେ ଏବଂ ଦୂତ ମୋତେ ଗୋଟିଏ ବିରାଟ ପର୍ବତ ଶିଖରକୁ ନେଇଗଲେ। ସେଠାରୁ ମୁଁ ଦେଖିଲି, ଈଶ୍ୱରଙ୍କ ନିକଟରୁ ସ୍ୱର୍ଗରୁ ଅବତରଣ କରିଥିବା ଦିବ୍ୟ ଗୌରବୋଜ୍ଜ୍ୱଳ ପବିତ୍ର ନଗରୀ ଯିରୂଶାଲମ। ସେହି ନଗରୀ ସ୍ଫଟିକ ପରି ସ୍ୱଚ୍ଛ ଓ ଅମୂଲ୍ୟ ସୂର୍ଯ୍ୟକାନ୍ତ ମଣି ପରି ଝଟକୁ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦୂତ ମୋତେ ଆତ୍ମା ଦ୍ୱାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନେଇଗଲେ। ସେ ମୋତେ ପବିତ୍ର ନଗରୀ ଯିରୁଶାଲମ ଦେଖାଇଲେ। ମୁଁ ସେହି ନଗରୀକୁ ପରମେଶ୍ୱରଙ୍କ ପାଖରୁ ସ୍ୱର୍ଗରୁ ଆସିବାର ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ୍ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମ ସହରକୁ ଦେଖାଇଲେ, ତାହା ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରୁଥିଲା ଏବଂ ଈଶ୍ବରଙ୍କ ଗୌରବ ବିଶିଷ୍ଟ ଥିଲା;
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ୍ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମକୁ ଦେଖାଇଲେ, ତାହା ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ଅବତରଣ କରୁଥିଲା ଏବଂ ଈଶ୍ୱରଙ୍କ ଗୌରବ ବିଶିଷ୍ଟ ଥିଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಆತ್ಮ್ಯಾನ್ ಮಾಕಾ ಅಪ್ನಾಚ್ಯಾ ತಾಬೆತ್ ಕರುನ್ ಘೆಟ್ಲ್ಯಾನ್, ಅನಿ ದೆವಾಚ್ಯಾ ದುತಾನ್ ಮಾಕಾ ಎಕ್ ಲೈ ಉಪ್ಪರ್ಲ್ಯಾ ಮಡ್ಡಿ ವರ್ತಿ ಘೆವ್ನ್ ಗೆಲ್ಯಾನ್ ತೆನಿ ಮಾಕಾ ಪವಿತ್ರ್ ಶಾರ್ ಜೆರುಜಲೆಮ್ ದೆವಾಕ್ನಾ ಸರ್‍ಗಾ ವೈನಾ ಉತ್ರುನ್ ಯೆತಲೆ ದಾಕ್ವುಲ್ಯಾನ್.