Revelation 21:11 — Compare Translations

6 translations compared side by side

Odia - 1840
"ସହେି ନଗରୀ ପରମେଶ୍ବରଙ୍କ ଗୌରବ ରେ ଉଜ୍ଜ୍ବଳମୟ ଦଖାଯାେଉଥିଲା। ଏହା ମୂଲ୍ଯବାନ ମଣି, ସୂର୍ୟ୍ଯକାନ୍ତ ପରି ଉଜ୍ଜ୍ବଳ ହାଇେ ଝଲକୁଥିଲା। ଏହା ସ୍ଫଟିକ ପରି ସ୍ବଚ୍ଛ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବତରଣ କରୁଥିଲା ଏବଂ ଈଶ୍ଵରଙ୍କ ଗୌରବବିଶିଷ୍ଟ ଥିଲା; ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ଵଚ୍ଛ ସୂର୍ଯ୍ୟକା; ପରି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନଗରୀ ପରମେଶ୍ୱରଙ୍କ ଗୌରବରେ ଉଜ୍ଜ୍ୱଳମୟ ଦେଖାଯାଉଥିଲା। ଏହା ମୂଲ୍ୟବାନ ମଣି, ସୂର୍ଯ୍ୟକାନ୍ତ ପରି ଉଜ୍ଜ୍ୱଳ ହୋଇ ଝଲକୁଥିଲା। ଏହା ସ୍ଫଟିକ ପରି ସ୍ୱଚ୍ଛ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି।
Odia IRV 2017 (ଓଡିଆ ବାଇବେଲ)
ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ದೆವಾಚ್ಯಾ ವೈಭವಾನ್ ಹೊಳ್ವಳುಲಾಗಲ್ಲೆ, ತೆ ಶಾರ್ ಲೈ ಕಿಮ್ತಿಚ್ಯಾ ಪೊಡ್ಯಾಂಚೆ ಸರ್ಕೆ ಝಳ್-ಝಳ್ತಲ್ಯಾ ವಜ್ರಾಚ್ಯಾ ಸರ್ಕೆ ಹೊಳ್ವಳುಲಾಗಲ್ಲೆ.