Revelation 21:12 — Compare Translations
7 translations compared side by side
Odia - 1840
"ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ବାରା ଥିଲା। ସହେି ଦ୍ବାରମାନଙ୍କ ରେ ବାରଟି ସ୍ବର୍ଗଦୂତ ଥିଲେ। ପ୍ରେତ୍ୟକକ ପ୍ରବେଶ ଦ୍ବାର ରେ ଇଶ୍ରାୟେଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖାଦେିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଗୋଟିଏ ବୃହତ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ଵାଦଶ ଦ୍ଵାର, ସେହି ଦ୍ଵାରରେ ଦ୍ଵାଦଶ ଦୂତ ଓ ଦ୍ଵାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କ ଦ୍ଵାଦଶ ବଂଶର ନାମ ଲିଖିତ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାର ଗୋଟିଏ ବିରାଟ ଉଚ୍ଚ ପ୍ରାଚୀର ଥିଲା। ଏହି ପ୍ରାଚୀରରେ ଦ୍ୱାଦଶ ସ୍ୱର୍ଗଦୂତଙ୍କ ଦ୍ୱାରା ସୁରକ୍ଷିତ ଦ୍ୱାଦଶ ଦ୍ୱାର ଥିଲା ଓ ସେହି ଦ୍ୱାରମାନଙ୍କ ଉପରେ ଇଶ୍ରାଏଲ ଜାତିର ଦ୍ୱାଦଶ ଗୋଷ୍ଠୀଙ୍କ ନାମ ଲେଖାଯାଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ୱାର ଥିଲା। ସେହି ଦ୍ୱାରମାନଙ୍କରେ ବାରଟି ସ୍ୱର୍ଗଦୂତ ଥିଲେ। ପ୍ରତ୍ୟେକ ପ୍ରବେଶ ଦ୍ୱାରରେ ଇସ୍ରାଏଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖୋଦିତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಶಾರಾಕ್ ಎಕ್ ಉಪ್ಪರ್ಲಿ ಮೊಟಿ ಭಿತ್ತ್ ಹೊತ್ತಿ ಅನಿ ಬಾರಾ ದಾರಾ ಹೊತ್ತಿ ಅನಿ ತ್ಯಾ ಹರಿಎಕ್ ದಾರಾನಿಕ್ನಿ ಎಕೆಕ್ ದೆವಾಚ್ಯಾ ದುತಾಕ್ನಿ ನೆಮಸಲ್ಲೆ ಹೊತ್ತೆ. ಬಾರಾ ದಾರಾ ವೈನಿ ಇಸ್ರಾಯೆಲಾಚ್ಯಾ ಲೊಕಾಂಚ್ಯಾ ಬಾರಾ ಘರಾನ್ಯಾಂಚಿ ನಾವಾ ಲಿವಲ್ಲಿ ಹೊತ್ತಿ.