Revelation 21:14 — Compare Translations
7 translations compared side by side
Odia - 1840
"ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସହେି ପଥର ଉପରେ ମଷେଶାବକଙ୍କର ବାର ଜଣ ପ୍ ରରେିତଙ୍କର ନାମ ଲଖାଯାେଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ନଗରୀର ପ୍ରାଚୀରର ଦ୍ଵାଦଶ ଭିତ୍ତିମୂଳ, ସେହିସବୁ ଉପରେ ମେଷଶାବକଙ୍କ ଦ୍ଵାଦଶ ପ୍ରେରିତଙ୍କ ଦ୍ଵାଦଶ ନାମ ଲିଖିତ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ନଗରୀର ଏହି ପ୍ରାଚୀର, ଦ୍ୱାଦଶ ପ୍ରସ୍ତର ଭିତ୍ତିମୂଳ ଉପରେ ନିର୍ମିତ ହୋଇଥିଲା ଏବଂ ସେହି ଦ୍ୱାଦଶ ଭିତ୍ତିମୂଳ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତ ଶିଷ୍ୟଙ୍କର ନାମ ଲେଖା ହୋଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସେହି ପଥର ଉପରେ ମେଷଶାବକଙ୍କର ବାରଜଣ ପ୍ରେରିତଙ୍କର ନାମ ଲେଖାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ ଥିଲା, ସେହିସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ, ସେହି ସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಾರಾಚ್ಯಾ ಬಾರಾ ಪಾಯಾ ವೈನಿ ಭಾಂದಲ್ಲೊ ಹೊತ್ತೊ ತ್ಯಾ ಬಾರಾ ಪಾಯಾಚ್ಯಾ ಗುಂಡ್ಯಾ ವೈನಿ ಬೊಕ್ಡಾಚ್ಯಾ ಬಾರಾ ಪಾಯಾಚ್ಯಾ ವರ್ತಿ ಅಪೊಸ್ತಲಾಂಚಿ ನಾವಾ ಲಿವಲ್ಲಿ ಹೊತ್ತಿ.