Revelation 21:15 — Compare Translations
7 translations compared side by side
Odia - 1840
"ମାେ ସହିତ କଥାବାର୍ତ୍ତା ହେଉଥିବା ସ୍ବର୍ଗଦୂତଙ୍କ ହାତ ରେ ଗୋଟିଏ ସୁନାର ମାପଦଣ୍ଡ ଥିଲା। ସେ ନଗର, ଏହାର ପ୍ରବେଶ ଦ୍ବାର ଏବଂ ଏହାର କାନ୍ଥ ମାପ କରିବା ପାଇଁ ଏହି ମାପଦଣ୍ଡ ନିଜ ହାତ ରେ ରଖିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ମୋʼ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ଵାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ସହିତ କଥା କହୁଥିବା ଦୂତଙ୍କ ହାତରେ ନଗରୀ, ପ୍ରାଚୀର ଓ ଦ୍ୱାରଗୁଡ଼ିକ ମାପିବା ନିମନ୍ତେ ଏକ ସୁବର୍ଣ୍ଣ ମାପ କାଠି ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ସହିତ କଥାବାର୍ତ୍ତା ହେଉଥିବା ସ୍ୱର୍ଗଦୂତଙ୍କ ହାତରେ ଗୋଟିଏ ସୁନାର ମାପଦଣ୍ଡ ଥିଲା। ସେ ନଗର, ଏହାର ପ୍ରବେଶ ଦ୍ୱାର ଏବଂ ଏହାର କାନ୍ଥ ମାପ କରିବା ପାଇଁ ଏହି ମାପଦଣ୍ଡ ନିଜ ହାତରେ ରଖିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ମୋ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ୱାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଯେ ମୋ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ୱାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಕ್ಡೆ ಬೊಲಲ್ಲ್ಯಾ ದೆವ್ದುತಾಕ್ಡೆ ಶಾರ್, ತೆಚಿ ದಾರಾ, ಅನಿ ಭಿತ್ತ್ ಅಳ್ತಿ ಕರುನ್ ಬಗುಕ್ ಸೊನ್ಯಾಚಿ ಎಕ್ ಅಳ್ತಿ ಕರ್ತಲಿ ಖಾಟಿ ಹೊತ್ತಿ.