Revelation 21:17 — Compare Translations
7 translations compared side by side
Odia - 1840
"ସେ ଦୂତ କାନ୍ଥର ଉଚ୍ଚତା ମଧ୍ଯ ମାପିଲେ ଏହା 144 ହାତ ହେଲା। ଦୂତ ମନୁଷ୍ଯମାନଙ୍କ ଦ୍ବାରା ବ୍ଯବହୃତ ମାନଦଣ୍ଡ ରେ ମାପିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣନୁସାରେ ଏକଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣାନୁସାରେ ମାପୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୂତ ପ୍ରାଚୀରର ଉଚ୍ଚତା ମଧ୍ୟ ମାପିଲେ। ତାହା ଷାଠିଏ ମିଟର ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦୂତ କାନ୍ଥର ଉଚ୍ଚତା ମଧ୍ୟ ମାପିଲେ ଏହା 144 ହାତ ହେଲା। ଦୂତ ମନୁଷ୍ୟମାନଙ୍କ ଦ୍ୱାରା ବ୍ୟବହୃତ ମାନଦଣ୍ଡରେ ମାପିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣ ଅନୁସାରେ ଏକ ଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣ ଅନୁସାରେ ମାପୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣ ଅନୁସାରେ ଏକ ଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣ ଅନୁସାରେ ମାପୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ದುತಾನ್ ಭಿತ್ತಿಚಿಬಿ ಅಳ್ತಿ ಘೆಟ್ಲ್ಯಾನ್, ಅನಿ ವಾಪರಲ್ಲ್ಯಾ ಬರ್ಯಾ ಮಾಪಾಚ್ಯಾ ಅಳ್ತಿ ಪರ್ಕಾರ್ ಭಿತ್ತ್ ದೊನ್ಸೆ ಪುಟ್ ಉಪ್ಪರ್ ಹೊತ್ತಿ.