Revelation 21:18 — Compare Translations

7 translations compared side by side

Odia - 1840
"ସହେି ନଗରୀର କାନ୍ଥ ସୂର୍ୟ୍ଯକାନ୍ତମଣି ରେ ତିଆରି ହାଇେଥିଲା। ସହେି ନଗରୀ ସ୍ବଚ୍ଛକାଚ ପରି ଉଜ୍ଜ୍ବଳ ଖାଣ୍ଟି ସୁନା ରେ ତିଆରି ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରାଚୀର ସୂର୍ଯ୍ୟକାନ୍ତମଣି ନିର୍ମିତ, ପୁଣି ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରାଚୀରଟି ସୂର୍ଯ୍ୟକାନ୍ତ ମଣିରେ ନିର୍ମିତ ହୋଇଥିଲା ଓ ନଗରୀ ନିର୍ମିତ ହୋଇଥିଲା, କାଚ ପରି ସ୍ୱଚ୍ଛ ବିଶୁଦ୍ଧ ସୁବର୍ଣ୍ଣରେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନଗରୀର କାନ୍ଥ ସୂର୍ଯ୍ୟକାନ୍ତମଣିରେ ତିଆରି ହୋଇଥିଲା। ସେହି ନଗରୀ ସ୍ୱଚ୍ଛକାଚ ପରି ଉଜ୍ଜ୍ୱଳ ଖାଣ୍ଟି ସୁନାରେ ତିଆରି ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରାଚୀର ସୂର୍ଯ୍ୟକାନ୍ତ ମଣି ନିର୍ମିତ, ପୁଣି, ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ।
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରାଚୀର ସୂର୍ଯ୍ୟକାନ୍ତ ମଣି ନିର୍ମିତ, ପୁଣି, ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಿತ್ತ್ ಲೈ ಕಿಮ್ತಿಚ್ಯಾ ಗುಂಡ್ಯಾನಿ ಭಾಂದಲ್ಲಿ ಹೊತ್ತಿ, ಅನಿ ಶಾರ್ ಎಗ್ದಮ್ ಪವಿತ್ರ್ ಸೊನ್ಯಾನಿ ಕಾಜೆ ಸರ್ಕೆ ಪವಿತ್ರ್ ಕರುನ್ ಕರಲ್ಲೆ ಹೊತ್ತೆ.