Revelation 21:19 — Compare Translations
7 translations compared side by side
Odia - 1840
"ନଗରୀ କାନ୍ଥର ମୂଳଦୁଆ ପଥର ରେ ବହୁମୂଲ୍ଯ ମଣି ଖଚିତ ଥିଲା। ପ୍ରଥମ କୋଣ ପଥରଟି ହୀରକମଣି, ଦ୍ବିତୀୟଟି ନୀଳକାନ୍ତମଣି, ତୃତୀୟ ବୈଦୂର୍ୟ୍ଯମଣି, ଚତୁର୍ଥଟି ମରକତମଣି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଗରୀର ପ୍ରାଚୀରର ଭିତ୍ତିମୂଳ ସମସ୍ତ ପ୍ରକାର ବହୁମୂଲ୍ୟ ମଣିରେ ଭୂଷିତ । ପ୍ରଥମ ଭିତ୍ତିମୂଳ ହୀରକର, ଦ୍ଵିତୀୟ ନୀଳକାନ୍ତମଣିର, ତୃତୀୟ ବୈଦୂର୍ଯ୍ୟମଣିର, ଚତୁର୍ଥ ମରକତମଣିର,
Odia BSI (ପବିତ୍ର ବାଇବଲ (CL) NT (BSI))
ନଗରୀର ଚତୁର୍ଦ୍ଦିଗରେ ଥିବା ପ୍ରାଚୀରର ଭିତ୍ତିମୂଳରେ ମଣିମାଣିକ୍ୟ ଖଚିତ ହୋଇଥିଲା - ପ୍ରଥମ ଭିତ୍ତିମୂଳରେ ଥିଲା ହୀରକ, ଦ୍ୱିତୀୟଟିରେ ଥିଲା ନୀଳକାନ୍ତ ମଣି, ତୃତୀୟଟିରେ ବୈଦୁର୍ଯ୍ୟ ମଣି, ଚତୁର୍ଥରେ ମରକତ ମଣି,
Odia Bible ERV 2004 (ପବିତ୍ର ବାଇବଲ)
ନଗରୀ କାନ୍ଥର ମୂଳଦୁଆ ପଥରରେ ବହୁମୂଲ୍ୟ ମଣି ଖଚିତ ଥିଲା। ପ୍ରଥମ କୋଣ ପଥରଟି ହୀରକମଣି, ଦ୍ୱିତୀୟଟି ନୀଳକାନ୍ତମଣି, ତୃତୀୟ ବୈଦୂର୍ଯ୍ୟମଣି, ଚତୁର୍ଥଟି ମରକତମଣି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଗରୀର ପ୍ରାଚୀରର ଭିତ୍ତିମୂଳ ସମସ୍ତ ପ୍ରକାର ବହୁମୂଲ୍ୟ ମଣିରେ ଭୂଷିତ। ପ୍ରଥମ ଭିତ୍ତିମୂଳ ହୀରକର, ଦ୍ୱିତୀୟ ନୀଳକାନ୍ତ ମଣିର, ତୃତୀୟ ବୈଦୁର୍ଯ୍ୟ ମଣିର, ଚତୁର୍ଥ ମରକତ ମଣିର,
Odia IRV 2017 (ଓଡିଆ ବାଇବେଲ)
ନଗରୀର ପ୍ରାଚୀରର ଭିତ୍ତିମୂଳ ସମସ୍ତ ପ୍ରକାର ବହୁମୂଲ୍ୟ ମଣିରେ ଭୂଷିତ। ପ୍ରଥମ ଭିତ୍ତିମୂଳ ହୀରକର, ଦ୍ୱିତୀୟ ନୀଳକାନ୍ତ ମଣିର, ତୃତୀୟ ବୈଦୂର୍ଯ୍ୟ ମଣିର, ଚତୁର୍ଥ ମରକତ ମଣିର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಾರಾಚ್ಯಾ ಭಿತ್ತಿಯಾಂಚ್ಯಾ ಪಾಯಾಂಚ್ಯಾ ಗುಂಡ್ಯಾಕ್ನಿ ಸಗ್ಳ್ಯಾ ಥರಿಚ್ಯಾ ಕಿಮ್ತಿಚ್ಯಾ ಪೊಡ್ಯಾನಿ ಸಿನ್ಗಾರಲ್ಲೆ ಹೊತ್ತೆ. ಪಯ್ಲೆಚೊ ಪಾಯಾ ಸುರ್ಯಕಾಂತಾಚೆ ಗುಂಡೆ, ದೊನ್ವೆಚೊ ನಿಳ್ಯಾ ಫೊಡ್ಯಾನಿ, ತಿನ್ವೆಚೊ ಪಚ್ಚೆ ಮನ್ತಲ್ಯಾ ಫೊಡ್ಯಾನಿ, ಚಾರ್ವೆಚೊ ಪದ್ಮರಾಗ್,