Revelation 21:2 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ପରମେଶ୍ବରଙ୍କଠାରୁ ସ୍ବର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ୟିରୁଶାଲମ ଅଟେ। ବର ପାଇଁ କନ୍ଯା ଯେପରି ସୁସଜ୍ଜିତା ହାଇେଥାଏ, ଠିକ୍ ସହେିପରି ଏହା ପ୍ରସ୍ତୁତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ ପବିତ୍ର ନଗରୀ, ଅର୍ଥାତ୍, ନୂତନ ଯିରୂଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ଵର୍ଗରୁ ଈଶ୍ଵରଙ୍କ ନିକଟରୁ ଅବତରଣ କରିବାର ଦେଖିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ଏକ ପବିତ୍ର ନଗରୀ, ନୂତନ ଯିରୁଶାଲମ, କନ୍ୟା ବେଶରେ ସଜ୍ଜିତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ପୃଥିବୀ ଉପରକୁ ଅବତରଣ କଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ଯିରୁଶାଲମ ଅଟେ। ବର ପାଇଁ କନ୍ୟା ଯେପରି ସୁସଜ୍ଜିତା ହୋଇଥାଏ, ଠିକ୍ ସେହିପରି ଏହା ପ୍ରସ୍ତୁତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍‍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୁଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ଅବତରଣ କରିବାର ଦେଖିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಪವಿತ್ರ್ ಶಾರ್ ನ್ಹವೆ ಜೆರುಜಲೆಮ್ ಎಕ್ ನ್ಹವ್ರಿ ನ್ಹವ್ರ್ಯಾಕ್ ಭೆಟುಕ್ ತಯಾರ್ ಹೊಲ್ಯಾ ಸರ್ಕೆ ಬರೆ ಕರುನ್ ನೆಸುನ್ ತಯಾರ್ ಹೊಲ್ಯಾ ಸರ್ಕೆ ತಯಾರ್ ಹೊವ್ನ್ ಸರ್‍ಗಾ ವೈನಾ ದೆವಾಕ್ನಾ ಖಾಲ್ತಿ ಉತ್ರುನ್ ಯೆತಲೆ ಮಿಯಾ ಬಗಟ್ಲೊ.