Revelation 21:20 — Compare Translations
7 translations compared side by side
Odia - 1840
"ପଞ୍ଚମ ରେ ପୁଲକମଣି, ଷଷ୍ଠ ମଣିକ୍ଯମଣି, ସପ୍ତମଟି ପୁଷ୍ପରାଗମଣି, ଅଷ୍ଟମ ରେ ଫିରୋଜମଣି, ନମମ ରେ ଗୋମଦେକମଣି, ଦଶମ ରେ ଲଶୁନୀୟମଣି, ଏକାଦଶ ରେ ଇନ୍ଦ୍ରନୀଳମଣି, ଓ ଦ୍ବାଦଶ ରେ ସୁଗନ୍ଧମଣି ଖଚିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଞ୍ଚମ ପୁଲକମଣିର, ଷଷ୍ଠ ମାଣିକ୍ୟମଣିର, ସପ୍ତମ ପୁଷ୍ପରାଗମଣିର, ଅଷ୍ଟମ ଫିରୋଜ୍ମଣିର, ନବମ ଗୋମେଦକମଣିର, ଦଶମ ଲଶୁନୀୟମଣିର, ଏକାଦଶ ଇନ୍ଦ୍ରନୀଳମଣିର ଓ ଦ୍ଵାଦଶ ସୁଗନ୍ଧମଣିର ।
Odia BSI (ପବିତ୍ର ବାଇବଲ (CL) NT (BSI))
ପଞ୍ଚମରେ ପୁଲକ ମଣି, ଷଷ୍ଠରେ ମାଣିକ୍ୟ, ସପ୍ତମଟିରେ ପୁଷ୍ପରାଗ ମଣି, ଅଷ୍ଟମରେ ଫିରୋଜ ମଣି, ନବମରେ ଗୋମେଦକ ମଣି, ଦଶମରେ ଲଶୁନୀୟ ମଣି, ଏକାଦଶରେ ଇନ୍ଦ୍ରନୀଳ ମଣି ଓ ଦ୍ୱାଦଶଟିରେ ସୁଗନ୍ଧ ମଣି ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ପଞ୍ଚମରେ ପୁଲକମଣି, ଷଷ୍ଠ ମାଣିକ୍ୟମଣି, ସପ୍ତମଟି ପୁଷ୍ପରାଗମଣି, ଅଷ୍ଟମରେ ଫିରୋଜମଣି, ନବମରେ ଗୋମେଦକମଣି, ଦଶମରେ ଲଶୁନୀୟମଣି, ଏକାଦଶରେ ଇନ୍ଦ୍ରନୀଳମଣି, ଓ ଦ୍ୱାଦଶରେ ସୁଗନ୍ଧମଣି ଖଚିତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଞ୍ଚମ ପୁଲକ ମଣିର, ଷଷ୍ଠ ମାଣିକ୍ୟ ମଣିର, ସପ୍ତମ ପୁଷ୍ପରାଗ ମଣିର, ଅଷ୍ଟମ ଫିରୋଜ୍ ମଣିର, ନବମ ଗୋମେଦକ ମଣିର, ଦଶମ ଲଶୁନୀୟ ମଣିର, ଏକାଦଶ ଇନ୍ଦ୍ରନୀଳ ମଣିର ଓ ଦ୍ୱାଦଶ ସୁଗନ୍ଧ ମଣିର।
Odia IRV 2017 (ଓଡିଆ ବାଇବେଲ)
ପଞ୍ଚମ ପୁଲକ ମଣିର, ଷଷ୍ଠ ମାଣିକ୍ୟ ମଣିର, ସପ୍ତମ ପୁଷ୍ପରାଗ ମଣିର, ଅଷ୍ଟମ ଫିରୋଜ୍ ମଣିର, ନବମ ଗୋମେଦକ ମଣିର, ଦଶମ ଲଶୁନୀୟ ମଣିର, ଏକାଦଶ ଇନ୍ଦ୍ରନୀଳ ମଣିର ଓ ଦ୍ୱାଦଶ ସୁଗନ୍ଧ ମଣିର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಚ್ವೆಚೊ, ಗೊಮದಿಕ್, ಸಾವೆಚೊ ಮಾನಿಕ್ಯಾನಿ, ಸತ್ವೆಚೊ ಚಂದ್ರಕಾಂತ್, ಅಟ್ವೆಚೊ ಬೆರುಲ್ಲ್, ನ್ಹವೆಚೊ ಪುಶ್ಪರಾಗ್, ಧಾವೆಚೊ ಗರುಡ್ ಪಚ್ಚೆನ್, ಆಕ್ರಾವೆಚೊ ಇಂದ್ರನಿಲಾನ್, ಅನಿ ಬಾರಾವೆಚೊ ನಿಲಸ್ವಟಿಕಾನ್.