Revelation 21:22 — Compare Translations

7 translations compared side by side

Odia - 1840
"ମୁଁ ସହେି ନଗରୀ ଭିତ ରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ବର ଓ ମଷେଶାବକ ହେଉଛନ୍ତି ସହେି ନଗରର ମନ୍ଦିର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର ଓ ମେଷଶାବକ ସେଥିର ମନ୍ଦିର ସ୍ଵରୂପ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ନଗରୀରେ କୌଣସି ମନ୍ଦିର ଦେଖିବାକୁ ପାଇଲି ନାହିଁ, କାରଣ ସ୍ୱୟଂ ସର୍ବଶକ୍ତିମାନ ପ୍ରଭୁ ଈଶ୍ୱର ଓ ମେଷଶାବକ ତାହାର ମନ୍ଦିର ଅଟନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେହି ନଗରୀ ଭିତରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ୱର ଓ ମେଷଶାବକ ହେଉଛନ୍ତି ସେହି ନଗରର ମନ୍ଦିର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಾರಾತ್ ಮಾಕಾ ಎಕ್‍ಬಿ ದೆವಾಚಿ ಗುಡಿ ದಿಸುಕ್ ನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಸರ್ವೆಸ್ವರ್ ಸಗ್ಳ್ಯಾನ್ ಮೊಟೊ ದೆವ್ ಅನಿ ಬೊಕ್ಡುಚ್ ತ್ಯಾ ಶಾರಾಚಿ ದೆವಾಚಿ ಗುಡಿ.