Revelation 21:23 — Compare Translations
7 translations compared side by side
Odia - 1840
"ସହେି ନଗରୀକୁ ଆଲୋକ ଦବୋପାଇଁ ସୂର୍ୟ୍ଯ ବା ଚନ୍ଦ୍ରର ଆବଶ୍ଯକତା ନାହିଁ। ପରମେଶ୍ବରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମଷେଶାବକ ସହେି ନଗରୀର ପ୍ରଦୀପ ସ୍ବରୂପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ଵରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ଵରୂପ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନଗରୀଟିକୁ ଆଲୋକିତ କରିବା ପାଇଁ ସୂର୍ଯ୍ୟ ବା ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ୱରଙ୍କ ଗୌରବରେ ତାହା ଜାଜ୍ୱଲ୍ୟମାନ ଏବଂ ମେଷଶାବକ ତାହାର ପ୍ରଦୀପ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନଗରୀକୁ ଆଲୋକ ଦେବା ପାଇଁ ସୂର୍ଯ୍ୟ ବା ଚନ୍ଦ୍ରର ଆବଶ୍ୟକତା ନାହିଁ। ପରମେଶ୍ୱରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମେଷଶାବକ ସେହି ନଗରୀର ପ୍ରଦୀପ ସ୍ୱରୂପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ୱରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಾರಾಕ್ ಉಜ್ವೊಡ್ ದಿವ್ಕ್ ದಿಸ್ ನಾಹೊಲ್ಯಾರ್ ಚಂದ್ರಾಮ್ ಪಾಜೆ ಮನುನ್ ನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ದೆವಾಚಿ ಮಹಿಮಾಚ್ ತ್ಯಾ ಶಾರಾ ವರ್ತಿ ಫಾಕಲ್ಲಿ ರ್ಹಾತಾ, ಅನಿ ಬೊಕ್ಡುಚ್ ತ್ಯಾ ಶಾರಾಚೊ ದಿವೊ.