Revelation 21:24 — Compare Translations
7 translations compared side by side
Odia - 1840
"ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଚାଲିବେ। ପୃଥିବୀର ରାଜାମାନେ ସମାନଙ୍କେର ଐଶ୍ବର୍ୟ୍ଯ ଏହି ନଗରୀକୁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ଵର୍ଯ୍ୟ ତାହା ମଧ୍ୟକୁ ଆଣିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୃଥିବୀର ସମଗ୍ର ମାନବ ଜାତି ତାହାର ଆଲୋକରେ ଗମନାଗମନ କରିବେ। ପୃଥିବୀର ରାଜାମାନେ ଏଠାରେ ସେମାନଙ୍କର ଧନ ସମ୍ପତ୍ତି ଆଣି ଉତ୍ସର୍ଗ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଗ୍ଭଲିବେ। ପୃଥିବୀର ରାଜାମାନେ ସେମାନଙ୍କର ଐଶ୍ୱର୍ଯ୍ୟ ଏହି ନଗରୀକୁ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ।
Odia IRV 2017 (ଓଡିଆ ବାଇବେଲ)
ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଏୗଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಗಾತ್ಲಿ ಲೊಕಾ ತ್ಯೆಚ್ಯಾ ಉಜ್ವೊಡಾತ್ ಚಲ್ತ್ಯಾತ್ ಅನಿ ಜಿಮ್ನಿಚೆ ರಾಜಾ ಅಪ್ನಾಚ್ಯಾ ಸಾವ್ಕಾರ್ಕ್ಯಾ ತ್ಯೆಚ್ಯಾ ಭುತ್ತುರ್ ಘೆವ್ನ್ ಯೆತ್ಯಾತ್.