Revelation 21:25 — Compare Translations

7 translations compared side by side

Odia - 1840
"ସହେି ନଗରୀର ଦ୍ବାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସଠାେରେ କବେେ ହେଲେ ରାତି ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିର ଦ୍ଵାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନଗରୀର ଦ୍ୱାର ସବୁ ସର୍ବଦା ଉନ୍ମୁକ୍ତ ରହିଥିବ। ସେଗୁଡ଼ିକ କେବେ ରୁଦ୍ଧ କରାଯିବ ନାହିଁ; କାରଣ ସେଠାରେ କେବେ ରାତ୍ରି ହେବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନଗରୀର ଦ୍ୱାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସେଠାରେ କେବେ ହେଲେ ରାତି ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିର ଦ୍ୱାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେଥିର ଦ୍ୱାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳೊ ದಿಸ್‍ಬರ್ ಶಾರಾಚಿ ದಾರಾ ಉಗ್ಡಿ ರ್‍ಹಾತ್ಯಾತ್, ತಿ ಕನ್ನಾಬಿ ಧಾಪುನ್ ಹೊಯ್‍ನ್ಯಾತ್, ಕಶ್ಯಾಕ್ ಮಟ್ಲ್ಯಾರ್ ಥೈ ರಾತ್ ಮನ್ತಲಿ ರ್‍ಹಾಯ್ನಾ.