Revelation 21:27 — Compare Translations

7 translations compared side by side

Odia - 1840
"କୌଣସି ଅଶୁଚି ଜିନିଷ ତା' ଭିତ ରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ୟ୍ଯ କରିବା ଲୋକ ଓ ମିଥ୍ଯା କହିବା ଲୋକ ତା' ଭିତ ରେ ପଶିପାରିବେ ନାହିଁ। ମଷେଶାବକଙ୍କ ଜୀବନପୁସ୍ତକରେ ନାମ ଲଖାେ ହାଇେଥିବା ଲୋକମାନେ ସହେି ନଗରୀ ଭିତ ରେ ପ୍ରବେଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ, ।
Odia BSI (ପବିତ୍ର ବାଇବଲ (CL) NT (BSI))
କୌଣସି ଅଶୁଚି ବସ୍ତୁ ଏଠାକୁ ଅଣାଯିବ ନାହିଁ। ଘୃଣ୍ୟ କର୍ମରେ ଲିପ୍ତ ଭ୍ରଷ୍ଟାଚାରୀ ଓ ମିଥ୍ୟାବାଦୀମାନେ ଏହି ନଗରୀରେ ପ୍ରବେଶ କରି ପାରିବେ ନାହିଁ। ଯେଉଁମାନଙ୍କର ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲେଖା ହୋଇଥିବ, କେବଳ ସେମାନେ ଏହି ନଗରୀରେ ପ୍ରବେଶ କରିପାରିବେ।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ଅଶୁଚି ଜିନିଷ ତା’ ଭିତରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ଯ୍ୟ କରିବା ଲୋକ ଓ ମିଥ୍ୟା କହିବା ଲୋକ ତା’ ଭିତରେ ପଶିପାରିବେ ନାହିଁ। ମେଷଶାବକଙ୍କ ଜୀବନପୁସ୍ତକରେ ନାମ ଲେଖା ହୋଇଥିବା ଲୋକମାନେ ସେହି ନଗରୀ ଭିତରେ ପ୍ରବେଶ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।
Odia IRV 2017 (ଓଡିଆ ବାଇବେଲ)
କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪವಿತ್ರ್ ನಸಲ್ಲೆ ಕಾಯ್ಬಿ, ನಾಹೊಲ್ಯಾರ್ ಅಬ್ರುಗೆಡಿ ಕಾಮಾ ಕರಲ್ಲೆ ಹೊಂವ್ದಿತ್, ಝುಟೆ ಬೊಲ್ತಲೆ ಹೊಂವ್ದಿತ್, ಶಾರಾತ್ ಭುತ್ತುರ್ ಗುಸಿನ್ಯಾತ್. ಖಾಲಿ ಬೊಕ್ಡಾಚ್ಯಾ ಝಿತ್ತ್ಯಾಂಚ್ಯಾ ಪುಸ್ತಕಾತ್ ಕೊನಾಚಿ ನಾವಾ ಲಿವಲ್ಲಿ ಹಾತ್, ತೆನಿ ಎವ್ಡೆಚ್ ಶಾರಾತ್ ಭುತ್ತುರ್ ಗುಸ್ತ್ಯಾತ್.