Revelation 21:3 — Compare Translations

7 translations compared side by side

Odia - 1840
"ମୁଁ ସିଂହାସନରୁ ଏକ ଉଚ୍ଚ ସ୍ବର ଶୁଣିଲି। ସହେି ସ୍ବର କହିଲା, ବର୍ତ୍ତମାନ ପରମେଶ୍ବରଙ୍କର ବାସସ୍ଥାନ ଲୋକମାନଙ୍କ ପାଖ ରେ ଅଛି। ସେ ସମାନଙ୍କେ ସହିତ ରହିବେ। ସମାନେେ ତାହାଙ୍କର ଲୋକ ହବେେ। ପରମେଶ୍ବର ନିଜେ ସମାନଙ୍କେ ସହିତ ରହିବେ ଓ ସମାନଙ୍କେର ପରମେଶ୍ବର ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ଵରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସ୍ୱର୍ଗ ସିଂହାସନରୁ ଗୋଟିଏ ବାଣୀ ଉଚ୍ଚାରିତ ହେଲା: “ବର୍ତ୍ତମାନ ଈଶ୍ୱରଙ୍କ ନିବାସ ମନୁଷ୍ୟମାନଙ୍କ ମଧ୍ୟରେ; ସେ ସେମାନଙ୍କ ସଙ୍ଗରେ ବାସ କରିବେ ଏବଂ ସେମାନେ ତାଙ୍କ ନିଜର ଲୋକ ହେବେ। ଈଶ୍ୱର ସେମାନଙ୍କ ସହିତ ବାସ କରିବେ ଓ ସେମାନଙ୍କର ଈଶ୍ୱର ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସିଂହାସନରୁ ଏକ ଉଚ୍ଚ ସ୍ୱର ଶୁଣିଲି। ସେହି ସ୍ୱର କହିଲା, “ବର୍ତ୍ତମାନ ପରମେଶ୍ୱରଙ୍କର ବାସସ୍ଥାନ ଲୋକମାନଙ୍କ ପାଖରେ ଅଛି। ସେ ସେମାନଙ୍କ ସହିତ ରହିବେ। ସେମାନେ ତାହାଙ୍କର ଲୋକ ହେବେ। ପରମେଶ୍ୱର ନିଜେ ସେମାନଙ୍କ ସହିତ ରହିବେ ଓ ସେମାନଙ୍କର ପରମେଶ୍ୱର ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ୱରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಿವಾಸನಾ ವೈನಾ ಎಕ್ ಮೊಟೊ ಧನ್ ಬೊಲ್ತಲೆ ಮಿಯಾ ಆಯಿಕ್ಲೊ; “ಅತ್ತಾ ದೆವಾಚೆ ಘರ್ ಲೊಕಾಂಚ್ಯಾ ವಾಂಗ್ಡಾ ಹಾಯ್! ತೊ ತೆಂಚ್ಯಾ ವಾಂಗ್ಡಾ ರ್‍ಹಾತಾ, ಅನಿ ತೆನಿ ತೆಚಿ ಲೊಕಾ ಹೊತ್ಯಾತ್ ಖುದ್ ದೆವುಚ್ ತೆಂಚ್ಯಾ ವಾಂಗ್ಡಾ ರ್‍ಹಾತಾ, ಅನಿ ತೊ ತೆಂಚೊ ದೆವ್ ಹೊತಾ.