Revelation 21:4 — Compare Translations

7 translations compared side by side

Odia - 1840
"ପରମେଶ୍ବର ସମାନଙ୍କେ ଆଖିରୁ ସମସ୍ତ ଲୁହ ପୋଛି ଦବେେ। ଆଉ ଅଧିକ ମୃତ୍ଯୁ, ବିଷାଦ, କ୍ରନ୍ଦନ ବା କଷ୍ଟ ରହିବ ନାହିଁ। ସବୁ ପୁରାତନ ବିଷୟ ଲୋପପାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଈଶ୍ଵର ସ୍ଵୟଂ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ସମସ୍ତ ଅଶ୍ରୁଜଳ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସେମାନଙ୍କ ଚକ୍ଷୁର ଲୋତକ ସବୁ ପୋଛି ଦେବେ। ମୃତ୍ୟୁ, ଶୋକ, କ୍ରନ୍ଦନ କିଅବା ବ୍ୟଥା, ଆଉ କିଛି ରହିବ ନାହିଁ। ସମସ୍ତ ପୁରାତନ ବିଷୟ ଲୋପ ପାଇଛି।”
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କ ଆଖିରୁ ସମସ୍ତ ଲୁହ ପୋଛି ଦେବେ। ଆଉ ଅଧିକ ମୃତ୍ୟୁ, ବିଷାଦ, କ୍ରନ୍ଦନ ବା କଷ୍ଟ ରହିବ ନାହିଁ। ସବୁ ପୁରାତନ ବିଷୟ ଲୋପପାଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଈଶ୍ୱର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ತೆಂಚ್ಯಾ ಡೊಳ್ಯಾನಿತ್ಲಿ ದುಕ್ಕಾ ಪುಸುನ್ ಕಾಡ್ತಾ. ಅನಿಫಿಡೆ ಮರಾನ್ ಹೊಂವ್ದಿತ್, ಕಸ್ಟ್ ಹೊಂವ್ದಿತ್ ರಡ್ತಲೆ ಹೊಂವ್ದಿತ್, ದುಕ್ತಲೆ ಹೊಂವ್ದಿತ್ ರ್‍ಹಾಯ್ನಾ, ಅದ್ದಿ ಹೊತ್ತೆ ಸಗ್ಳೆ ನಾಪತ್ತೊ ಹೊವ್ನ್ ಜಾತಾ”.