Revelation 21:5 — Compare Translations

7 translations compared side by side

Odia - 1840
"ସିଂହାସନ ଉପରେ ୟିଏ ବସିଥିଲେ, ସେ କହିଲେ, ମୁଁ ସମସ୍ତ ବିଷୟ ନୂତନ କରୁଅଛି। ତା'ପରେ ସେ କହିଲେ, ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ବାସ ଯୋଗ୍ଯ ଓ ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସିଂହାସନୋପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ । ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ଵସନୀୟ ଓ ସତ୍ୟ। ।
Odia BSI (ପବିତ୍ର ବାଇବଲ (CL) NT (BSI))
ସିଂହାସନୋପବିଷ୍ଟ ବ୍ୟକ୍ତି କହିଲେ, “ହଁ, ମୁଁ ସମସ୍ତ ବିଷୟ ନୂତନ କରିଛି।” ପୁଣି ସେ ମୋତେ ନିର୍ଦ୍ଦେଶ ଦେଲେ, “ଏହି ସବୁ କଥା ଲେଖି ରଖ, କାରଣ ଏହା ସତ୍ୟ ଓ ବିଶ୍ୱସନୀୟ”।
Odia Bible ERV 2004 (ପବିତ୍ର ବାଇବଲ)
ସିଂହାସନ ଉପରେ ଯିଏ ବସିଥିଲେ, ସେ କହିଲେ, “ମୁଁ ସମସ୍ତ ବିଷୟ ନୂତନ କରୁଅଛି।” ତା’ପରେ ସେ କହିଲେ, “ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ୱାସ ଯୋଗ୍ୟ ଓ ସତ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ।
Odia IRV 2017 (ଓଡିଆ ବାଇବେଲ)
ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ । ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸಿವಾಸನಾ ವರ್ತಿ ಬಸಲ್ಲ್ಯಾನ್, ಬಗ್ ಮಿಯಾ ಸಗ್ಳೆ ನ್ಹವೆ ಕರ್ತಾ! ಮಟ್ಲ್ಯಾನ್. ತೆನಿ ಮಾಕಾ,“ಹೆ ಲಿವ್; ಕಶ್ಯಾಕ್ ಮಟ್ಲ್ಯಾರ್ ಹ್ಯಾ ಗೊಸ್ಟಿಯಾ ಖರ್‍ಯಾ ಅನಿ ಬರೊಸೊ ಥವ್ಕ್ ಯೊಗ್ಯ್ ಹಾತ್” ಮನುನ್‍ಬಿ ಸಾಂಗಟ್ಲ್ಯಾನ್.