Revelation 21:6 — Compare Translations

7 translations compared side by side

Odia - 1840
"ସିଂହାସନ ରେ ବସିଥିବା ବ୍ଯକ୍ତି ମାେତେ କହିଲେ, ଏହା ସମାପ୍ତ ହାଇଯୋଇଛି। ମୁଁ ହେଉଛି ପ୍ରଥମ ଓ ଶଷେ। ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ଯ ରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି । ଆମ୍ଭେ କ ଓ କ୍ଷ, ଆଦି ଓ ଅ; । ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ। ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆହୁରି ମଧ୍ୟ ସେ କହିଲେ, “କାର୍ଯ୍ୟ ସମ୍ପନ୍ନ ହୋଇଛି। ମୁଁ କ ଓ କ୍ଷ, ଆଦି ଓ ଅନ୍ତ। ଯେ ତୃଷାର୍ତ୍ତ, ଜୀବନ ରୂପକ ଜଳ ନିର୍ଝରରୁ ମୁଁ ତାକୁ ବିନା ମୂଲ୍ୟରେ ପାନ କରିବାକୁ ଦେବି।
Odia Bible ERV 2004 (ପବିତ୍ର ବାଇବଲ)
ସିଂହାସନରେ ବସିଥିବା ବ୍ୟକ୍ତି ମୋତେ କହିଲେ, “ଏହା ସମାପ୍ତ ହୋଇଯାଇଛି। ମୁଁ ହେଉଛି ପ୍ରଥମ ଓ ଶେଷ। ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ୟରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ।
Odia IRV 2017 (ଓଡିଆ ବାଇବେଲ)
ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି । ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ । ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୁଲ୍ୟରେ ପାନ କରିବାକୁ ଦେବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ, “ತೆ ಪುರಾ ಹೊಲೆ! ಮಿಯಾಚ್ ಪಯ್ಲೆಚೊ ಅನಿ ಆಕ್ರಿಚೊ, ಮಿಯಾಚ್ ಆರಂಬ್ ಅನಿ ಅಂತ್. ಜೆ ಕೊನ್ ಸೊಸೆನ್ ಹಾಯ್ ತೆಕಾ ಮಿಯಾ ಜಿವ್ ದಿತಲ್ಯಾ ಪಾನಿಯಾಚ್ಯಾ ಝರ್‍ಯಾತ್ಲೆ ಪಾನಿ ಫಿತಲೊ ಹಕ್ಕ್ ಫುಕೊಟ್ ದಿತಾ.