Revelation 21:7 — Compare Translations
7 translations compared side by side
Odia - 1840
"ଯେ ବିଜଯୀ ହବେ, ସେ ଏହିସବୁ ପାଇବ। ମୁଁ ତାହାର ପରମେଶ୍ବର ହବେି ଓ ସେ ମାରେ ପୁତ୍ର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ଵର ହେବୁ, ପୁଣି ସେ ଆମ୍ଭର ପୁତ୍ର ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ବିଜୟୀ ହୋଇ ରହିବ, ମୁଁ ତାକୁ ଏହି ପୁରସ୍କାର ଦେବି - ମୁଁ ତା’ର ଈଶ୍ୱର ହେବି ଓ ସେ ମୋର ସନ୍ତାନ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ବିଜୟୀ ହେବ, ସେ ଏହିସବୁ ପାଇବ। ମୁଁ ତାହାର ପରମେଶ୍ୱର ହେବି ଓ ସେ ମୋର ପୁତ୍ର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)
ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ୱର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಜಯ್ ಹೊವ್ನ್ ಜಿಕುನ್ ಯೆತ್ಯಾತ್, ತೆನಿ ಹೆ ಮಾಜೆಕ್ನಾ ಘೆತ್ಯಾತ್ ಮಿಯಾ ತೆಂಚೊ ದೆವ್ ಹೊತಾ ಅನಿ ತೆನಿ ಮಾಜಿ ಪೊರಾ ಹೊತ್ಯಾತ್.