Revelation 21:8 — Compare Translations

7 translations compared side by side

Odia - 1840
"କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ବାସୀ, ଘୃଣାକାର୍ୟ୍ଯ, ନରହତ୍ଯା, ୟୌନଗତ ପାପ, ମନ୍ଦ କୁହୁକ କହନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ଯାବାଦୀ ସମାନେେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦ ରେ ସ୍ଥାନ ପାଇବେ। ଏହା ଦ୍ବିତୀୟ ମୃତ୍ଯୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ଵାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମା-ପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ ଅଗ୍ନି ଓ ଗନ୍ଧକ ପ୍ରଜ୍ଵଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ଵିତୀୟ ମୃତ୍ୟୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ କାପୁରୁଷ, ବିଶ୍ୱାସଘାତକ, ବିକୃତଚରିତ୍ର, ନରହନ୍ତା, ଲମ୍ପଟ, ତନ୍ତ୍ରମନ୍ତ୍ରସାଧକ, ପ୍ରତିମାପୂଜକ ଓ ମିଥ୍ୟାବାଦୀ ଆଦି ସମସ୍ତ ଭ୍ରଷ୍ଟାଚାରୀମାନଙ୍କର ନିରୂପିତ ସ୍ଥାନ ହେଉଛି, ଗନ୍ଧକାଗ୍ନି ଜଳୁଥିବା ହ୍ରଦ - ସେଠାରେ ସେମାନେ ଦ୍ୱିତୀୟ ମୃତ୍ୟୁଭୋଗ କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ୱାସୀ, ଘୃଣାକାର୍ଯ୍ୟ, ନରହତ୍ୟା, ଯୌନଗତ ପାପ, ମନ୍ଦ କୁହୁକ କରନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ୟାବାଦୀ ସେମାନେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦରେ ସ୍ଥାନ ପାଇବେ। ଏହା ଦ୍ୱିତୀୟ ମୃତ୍ୟୁ।’’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಭಿವ್‍ಕುರ್‍ಯಾಕ್ನಿ, ವಿಶ್ವಾಸಾನ್‍ ನಸಲ್ಲ್ಯಾಕ್ನಿ, ನಶ್ಟ್ಯಾಕ್ನಿ, ಜಿವ್ ಕಾಡ್ತಲ್ಯಾಕ್ನಿ, ವ್ಯೆಭಿಚಾರ್ ಕರ್ತಲ್ಯಾಕ್ನಿ, ಜಾದುವಾ ನಾಹೊಲ್ಯಾರ್ ಮುರ್ತಿ ಪುಜ್ಯಾ ಕರ್ತಲ್ಯಾಕ್ನಿ ಅನಿ ಝುಟೆ ಬೊಲ್ತಲ್ಯಾಕ್ನಿ ಸಗ್ಳ್ಯಾಕ್ನಿ ಗಾವ್ತಲೊ ಜಾಗೊ ಗಂಧಕಾಚಿ ಆಗ್ ಪೆಟ್ತಲೆ ನರ್ಕಾತ್. ಹೆಚ್ ದೊನ್ವೆಚೆ ಮರಾನ್”, ಮಟ್ಲ್ಯಾನ್‍.