Revelation 21:9 — Compare Translations

7 translations compared side by side

Odia - 1840
"ତା'ପରେ ସାତଜଣ ର୍ସ୍ଗଦୂତଙ୍କ ମଧ୍ଯରୁ ଯେଉଁମାନଙ୍କ ପାଖ ରେ ସାତାଟେି ଶଷେ କ୍ଲେଶର ସାତପାତ୍ର ଥିଲା, ସହେିମାନଙ୍କ ମଧ୍ଯରୁ ଜଣେ ମାେ ପାଖକୁ ଆସିଲେ। ସହେି ସ୍ବର୍ଗଦୂତ ମାେତେ କହିଲେ, ମାେ ସହିତ ଆସ। ମୁଁ ତୁମ୍ଭକୁ ବଧୂକୁ ଦଖାଇବେି। ସେ ମଷେଶାବକଙ୍କର ସ୍ତ୍ରୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଳେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍, ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସପ୍ତ ଅନ୍ତିମ ମହାମାରୀପୂର୍ଣ୍ଣ ସପ୍ତ ପାତ୍ର ଧରିଥିବା ସପ୍ତ ଦୂତଙ୍କ, ମଧ୍ୟରୁ ଜଣେ ମୋ’ ନିକଟକୁ ଆସି କହିଲେ, “ଆସ, ମେଷଶାବକଙ୍କ ପତ୍ନୀ ନବବଧୂଙ୍କୁ ଦେଖିବ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସାତ ଜଣ ସ୍ୱର୍ଗଦୂତଙ୍କ ମଧ୍ୟରୁ ଯେଉଁମାନଙ୍କ ପାଖରେ ସାତୋଟି ଶେଷ କ୍ଳେଶର ସାତ ପାତ୍ର ଥିଲା, ସେହିମାନଙ୍କ ମଧ୍ୟରୁ ଜଣେ ମୋ’ ପାଖକୁ ଆସିଲେ। ସେହି ସ୍ୱର୍ଗଦୂତ ମୋତେ କହିଲେ, “ମୋ’ ସହିତ ଆସ। ମୁଁ ତୁମ୍ଭକୁ ବଧୂକୁ ଦେଖାଇବି। ସେ ମେଷଶାବକଙ୍କର ସ୍ତ୍ରୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍‍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಚ್ಯಾ ಫಿಡಾನಿ ಭರಲ್ಲಿ ಆಯ್ದಾನಾ ಧರಲ್ಲ್ಯಾ ಸಾತ್ ದೆವ್‍ದುತಾನಿತ್ಲೊ ಎಕ್ ದೆವ್‍ದುತಾ ಮಾಜ್ಯಾಕ್ಡೆ ಯೆಲೊ, ಅನಿ, “ಯೆ ಮಿಯಾ ತುಕಾ ನ್ಹವ್ರಿ ಬೊಕ್ಡಾಚಿ ಬಾಯ್ಕೊ ದಾಕ್ವುತಾ”, ಮಟ್ಲ್ಯಾನ್.