Revelation 22:1 — Compare Translations
7 translations compared side by side
Odia - 1840
"ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ଵଳ, ପୁଣି ଈଶ୍ଵର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ନୂତନ ପୃଥିବୀରେ ସ୍ଫଟିକ ପରି ସ୍ୱଚ୍ଛ ଜୀବନ-ଜଳର ଗୋଟିଏ ନଦୀ ଦୂତ ମୋତେ ଦେଖାଇଲେ। ଏହି ନଦୀ ଈଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦୂତ ମୋତେ ଜୀବନଜଳର ନଦୀ ଦେଖାଇଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ୱଳ ଥିଲା। ସେହି ନଦୀ ପରମେଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଦୂତ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ବର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ପରେ ସେ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ದುತಾನ್ ಮಾಕಾ ಜಿವ್ ದಿತಲ್ಯಾ ಪಾನಿಯಾಚಿ ನ್ಹಯ್ಬಿ ದಾಕ್ವುಲ್ಯಾನ್. ತೆ ಪಾನಿ ವಜ್ರಾಚ್ಯಾ ಸರ್ಕೆ ಪವಿತ್ರ್ ಹೊತ್ತೆ. ತೆ ದೆವಾಚ್ಯಾ ಅನಿ ಬೊಕ್ಡಾಚ್ಯಾ ಸಿವಾಸನಾಕ್ನಾ ಹೊಂವ್ನ್ ಯೆವ್ಲಾಗಲ್ಲೆ.