Revelation 22:10 — Compare Translations
7 translations compared side by side
Odia - 1840
"ତା'ପରେ ସ୍ବର୍ଗଦୂତ ମାେତେ କହିଲେ, ଏହି ପୁସ୍ତକରେ ଥିବା ଭବିଷ୍ଯଦ୍ ବାଣୀର ବାକ୍ଯଗୁଡ଼ିକୁ ଗୋପନୀୟ ରଖ ନାହିଁ। ଏସବୁ ଘଟିବାର ସମୟ ପାଖଇେ ଆସିଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ମୋତେ ପୁଣି କହିଲେ, “ଏହି ପୁସ୍ତକର ଭବିଷ୍ୟତ୍ବାଣୀଗୁଡ଼ିକ ଗୁପ୍ତ ରଖ ନାହିଁ, କାରଣ ଏ ସବୁ ବିଷୟ ଘଟିବାର ସମୟ ନିକଟ ହୋଇ ଆସିଲାଣି। ତେଣି ଏ କଥା ଜାଣି ଯେ ଯାହା ଇଚ୍ଛା, ତାହା କରୁ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସ୍ୱର୍ଗଦୂତ ମୋତେ କହିଲେ, “ଏହି ପୁସ୍ତକରେ ଥିବା ଭବିଷ୍ୟଦ୍ବାଣୀର ବାକ୍ୟଗୁଡ଼ିକୁ ଗୋପନୀୟ ରଖ ନାହିଁ। ଏସବୁ ଘଟିବାର ସମୟ ପାଖେଇ ଆସିଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ ಮಾಕಾ, “ಹ್ಯಾ ಪುಸ್ತಕಾತ್ಲ್ಯಾ ಪ್ರವಾದ್ ಕರುನ್ ಸಾಂಗಲ್ಲ್ಯಾ ಗೊಸ್ಟಿಯಾ ಘುಟಾನ್ ಧಾಪುನ್ ಥವ್ನಕೊ, ಕಶ್ಯಾಕ್ ಮಟ್ಲ್ಯಾರ್ ಹೆ ಸಗ್ಳೆ ಹೊತಲೊ ಎಳ್ ಜಗ್ಗೊಳ್ ಯೆಲ್ಲೊ ಹಾಯ್.