Revelation 22:11 — Compare Translations

7 translations compared side by side

Odia - 1840
"ଯେ ମନ୍ଦ କରୁଛି, ତାହାକୁ ମନ୍ଦ କରିବାକୁ ଦିଅ। ଯେ ଅଶୁଚି, ସେ ଅଶୁଚି ହାଇେ ରହୁ। ଯେ ଭଲ କରୁଛି, ତାହାକୁ ଭଲ କରିବାକୁ ଦିଅ। ଯେ ପବିତ୍ର, ତାହାକୁ ପବିତ୍ର ହାଇେ ରହିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର, ସେ ଆହୁରି ପବିତ୍ର ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅଧର୍ମାଚାରୀ ଯଦି ଚାହେଁ, ଆହୁରି ଅଧର୍ମାଚରଣ କରୁ; ଅଶୁଚି ବ୍ୟକ୍ତି ଅଶୁଚି ହୋଇ ରହୁ; କିନ୍ତୁ ଯେ ସଦାଚାରୀ, ସେ ସତ୍କର୍ମରେ ନିବିଷ୍ଟ ରହୁ; ଯେ ପବିତ୍ର, ସେ ପବିତ୍ର ହୋଇ ରହୁ।”
Odia Bible ERV 2004 (ପବିତ୍ର ବାଇବଲ)
ଯେ ମନ୍ଦ କରୁଛି, ତାହାକୁ ମନ୍ଦ କରିବାକୁ ଦିଅ। ଯେ ଅଶୁଚି, ସେ ଅଶୁଚି ହୋଇ ରହୁ। ଯେ ଭଲ କରୁଛି, ତାହାକୁ ଭଲ କରିବାକୁ ଦିଅ। ଯେ ପବିତ୍ର, ତାହାକୁ ପବିତ୍ର ହୋଇ ରହିବାକୁ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ।
Odia IRV 2017 (ଓଡିଆ ବାଇବେଲ)
ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ವಾಯ್ಟ್ ಕರುಲ್ಯಾತ್ ತೆನಿ ವಾಯ್ಟ್ ಕರುನ್ಗೆತುಚ್ ರ್‍ಹಾಂವ್ದಿತ್. ಜೊ ಕೊನ್ ಬರ್ಸೊ ಹೊಲ್ಲೊ ಹಾಯ್ ತೊ ಅನಿಉಲ್ಲೆ ಅಪ್ನಾಕುಚ್ ಬರ್ಶೆ ಕರುನ್ ಘೆಂವ್ದಿತ್; ಜೆ ಕೊನ್ ಬರಿ ಕಾಮಾ ಕರುಲ್ಯಾತ್ ತೆನಿ ಬರಿ ಕಾಮಾ ಕರುನ್ಗೆತುಚ್ ರಾಂವ್ದಿತ್, ಅನಿ ಜೆ ಕೊನ್ ಪವಿತ್ರ್ ಹಾತ್ ತೆನಿ ಪವಿತ್ರ್ ಹೊವ್ನುಚ್ ರಾವ್ಚೆ.