Revelation 22:13 — Compare Translations
7 translations compared side by side
Odia - 1840
"ଆମ୍ଭେ ପ୍ରଥମ ଓ ଶଷେ; କ ଓ କ୍ଷ, ଆଦି ଓ ଅନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ କ ଓ କ୍ଷ, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ କ ଓ କ୍ଷ, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।”
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପ୍ରଥମ ଓ ଶେଷ; କ ଓ କ୍ଷ, ଆଦି ଓ ଅନ୍ତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾಚ್ ಪಯ್ಲೆಚೊ ಅನಿ ಆಕ್ರಿಚೊ, ಆರಂಬ್ ಅನಿ ಅಂತ್ ಮಿಯಾಚ್”, ಮನುನ್ ಸಾಂಗಟ್ಲ್ಯಾನ್.