Revelation 22:14 — Compare Translations

7 translations compared side by side

Odia - 1840
" ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସମାନେେ ଧନ୍ଯ ହବେେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସମାନଙ୍କେର ଅଧିକାର ରହିଛି। ସମାନେେ ନଗରୀ ଭିତରକୁ ନଗରୀ ଦ୍ବାର ଦଇେ ପ୍ରବେଶ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ଵାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରିଅଛନ୍ତି, ସେମାନେ ଧନ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ନିଜ ନିଜର ପୋଷାକ ଧୋଇ ପରିଷ୍କାର କରିଛନ୍ତି, ସେମାନେ ଭାଗ୍ୟବାନ। ଜୀବନବୃକ୍ଷର ଫଳ ଭୋଜନ କରିବାକୁ ଓ ଦ୍ୱାର ଦେଇ ନଗରୀ ମଧ୍ୟରେ ପ୍ରବେଶ କରିବାକୁ ସେମାନଙ୍କର ଅଧିକାର ଅଛି।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସେମାନେ ଧନ୍ୟ ହେବେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସେମାନଙ୍କର ଅଧିକାର ରହିଛି। ସେମାନେ ନଗରୀ ଭିତରକୁ ନଗରୀ ଦ୍ୱାର ଦେଇ ପ୍ରବେଶ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಅಪ್ನಾಚೆ ಝಗೆ ಧುವ್ನ್ ಪವಿತ್ರ್ ಕರುನ್ ಘೆತ್ಯಾತ್ ತೆನಿ ಕವ್ಡೆ ಸುಖಿ, ಅಸೆ ತೆಂಕಾ ಜಿವ್‍ ದಿತಲ್ಯಾ ಝಾಡಾಚೆ ಫಳ್ ಖಾತಲೊ ಹಕ್ಕ್ ಗಾವ್ತಾ ಅನಿ ದಾರಾನಿತ್ನಾ ಶಾರಾತ್ ಭುತ್ತುರ್ ಗುಸ್ತಲೊ ಹಕ್ಕಬಿ ಗಾವ್ತಾ.