Revelation 22:15 — Compare Translations
7 translations compared side by side
Odia - 1840
"କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବିକୃତ ଚରିତ୍ର, ତନ୍ତ୍ରମନ୍ତ୍ରସାଧକ, ନରହନ୍ତା, ପ୍ରତିମାପୂଜକ, ମିଥ୍ୟାବାଦୀ, ପ୍ରତାରକ ଆଦି ଭ୍ରଷ୍ଟାଚାରୀମାନେ ସମସ୍ତେ ନଗରୀ ବାହାରେ ରହିବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ଯୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ୟାପ୍ରିୟ ଓ ମିଥ୍ୟାବାଦୀମାନେ ନଗରର ବାହାରେ ରହିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।
Odia IRV 2017 (ଓଡିଆ ବାଇବେଲ)
କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಾರಾಚ್ಯಾ ಭಾಯ್ರ್ ಲೊಕಾಕ್ನಿ ವಾಟ್ ಚುಕ್ವುತಲಿ ಕುತ್ರಿ ಸಾರ್ಕಿ ಲೊಕಾ ಹಾತ್, ತೆನಿ ನಸ್ತೆ ಕರ್ತ್ಯಾತ್, ಅನಿ ಜಿವ್ ಕಾಡ್ತಾತ್, ಮುರ್ತಿಯಾಂಚಿ ಪುಜಾ ಕರ್ತಾತ್, ಅನಿ ಅಪ್ನಾಚ್ಯಾ ಕಾಮಾನಿ ಅನಿ ಬೊಲ್ನ್ಯಾನಿ ಅನಿ ಕರ್ನ್ಯಾನಿ ಝುಟೆ ಕರುನ್ ದಾಕ್ವುತಲ್ಯಾಚೊ ಪ್ರೆಮ್ ಕರ್ತಾತ್.