Revelation 22:16 — Compare Translations
7 translations compared side by side
Odia - 1840
"ଆମ୍ଭେ ନିଜେ ଯୀଶୁ। ମୁଁ ମଣ୍ଡଳୀଗୁଡ଼ିକୁ ଏହି ସମସ୍ତ କହିବା ପାଇଁ ମାରଦେୂତଙ୍କୁ ତୁମ୍ଭ ପାଖକୁ ପଠାଇଛି। ଆମ୍ଭେ ଦାଉଦଙ୍କ ପରିବାରର ବଂଶଜାତ। ଆମ୍ଭେ ଉଜ୍ଜଳ ପ୍ରଭାତୀ ତାରା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଯୀଶୁ, ମଣ୍ତଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ । ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ଵଳ ପ୍ରଭାତୀତାରା ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ଯୀଶୁ। ମଣ୍ଡଳୀମାନଙ୍କରେ ତୁମ୍ଭମାନଙ୍କ ଉପକାରାର୍ଥେ ଏସବୁ ବିଷୟ ଘୋଷଣା କରିବା ପାଇଁ ମୋର ଦୂତକୁ ପ୍ରେରଣ କରିଛି। ମୁଁ ଦାଉଦଙ୍କ ବଂଶଧର। ମୁଁ ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ନିଜେ ଯୀଶୁ। ମୁଁ ମଣ୍ଡଳୀଗୁଡ଼ିକୁ ଏହି ସମସ୍ତ କହିବା ପାଇଁ ମୋର ଦୂତଙ୍କୁ ତୁମ୍ଭ ପାଖକୁ ପଠାଇଛି। ଆମ୍ଭେ ଦାଉଦଙ୍କ ପରିବାରର ବଂଶଜାତ। ଆମ୍ଭେ ଉଜ୍ଜ୍ୱଳ ପ୍ରଭାତୀ ତାରା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ। ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ । ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಜೆಜು ಮಾಜ್ಯಾ ದೆವಾಚ್ಯಾ ದುತಾನ್ ಸಗ್ಳಿ ಹಿ ವಿಶಯಾ ಮಾಜ್ಯಾ ವರ್ತಿ ವಿಶ್ವಾಸ್, ಕರ್ತಲ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ನಿ ಸಾಂಗುಸಾಟ್ನಿ ಮನುನ್ ಧಾಡುನ್ ದಿಲಾ.ಮಿಯಾಚ್ ಮುಳ್ ಮಿಯಾಚ್ ದಾವಿದಾಚ್ಯಾ ಘರಾನಾಚೊ; ಮಿಯಾ ಉಜ್ವೊಡಾನ್ ಭರಲ್ಲಿ ಸಕ್ಕಾಳ್ಚಿ ಚಿಕ್ಕಿ.