Revelation 22:17 — Compare Translations
7 translations compared side by side
Odia - 1840
"ଆତ୍ମା ଓ କନ୍ଯା କହନ୍ତି, ଆସ! ଏସବୁ ଶୁଣୁଥିବା ପ୍ରେତ୍ୟକକ ଲୋକ ମଧ୍ଯ କହୁ, ଆସ!। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନା ମୂଲ୍ଯ ରେ ଜୀବନର ଜଳପାନ କରିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆତ୍ମା ଓ କନ୍ୟା କହନ୍ତି, ଆସ । ପୁଣି ଯେ ଶୁଣେ, ସେ କହୁ, ଆସ । ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପବିତ୍ରାତ୍ମା ଓ ସେହି ନବବଧୂ କହୁଛନ୍ତି: “ଆସନ୍ତୁ”! ଶ୍ରବଣକାରୀ ପ୍ରତ୍ୟେକେ ମଧ୍ୟ କହିବେ: “ଆସନ୍ତୁ।” ଯେ କେହି ତୃଷିତ, ସେ ଆସୁ। ଜୀବନପ୍ରଦାୟୀ ଜଳ ପାନ କରିବାକୁ ଯେ ଇଚ୍ଛୁକ, ସେ ଆସି ବିନାମୂଲ୍ୟରେ ତାହା ଗ୍ରହଣ କରୁ।
Odia Bible ERV 2004 (ପବିତ୍ର ବାଇବଲ)
ଆତ୍ମା ଓ କନ୍ୟା କହନ୍ତି, “ଆସ!” ଏସବୁ ଶୁଣୁଥିବା ପ୍ରତ୍ୟେକ ଲୋକ ମଧ୍ୟ କହୁ, “ଆସ!” ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନା ମୂଲ୍ୟରେ ଜୀବନର ଜଳପାନ କରିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।
Odia IRV 2017 (ଓଡିଆ ବାଇବେଲ)
ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ । ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಆತ್ಮೊ ಅನಿ ನ್ಹವ್ರಿ, “ಯೆ!” ಮನಾ. ಹೆ ಸಗ್ಳೆ ಆಯ್ಕಲ್ಲೊ ಹರಿಎಕ್ಲೊ “ಯೆ!” ಮನುಂದಿ. ಜೆ ಕೊನ್ ಸೊಸೆನ್ ಹಾಸಿ; ಜೆ ಕೊನಾಕ್ ಜಿವ್ ದಿತಲೆ ಪಾನಿ ಪಾಜೆ ತೆನಿ ಯೆವಾ ಅನಿ ಫುಕೊಟ್ ಘೆವಾ.