Revelation 22:18 — Compare Translations
7 translations compared side by side
Odia - 1840
"ଏହି ପୁସ୍ତକର ଭବିଷ୍ଯଦ୍ ବାଣୀର ବାକ୍ଯଗୁଡ଼ିକୁ ଶୁଣୁଥିବା ପ୍ରେତ୍ୟକକ ଲୋକକୁ ମୁଁ ସତର୍କ କରିଦିଏ। କହେି ଯଦି ଏହି ବାକ୍ଯଗୁଡ଼ିକ ସହିତ କିଛି ଯୋଗକରେ, ତବେେ ପରମେଶ୍ବର ତାହାକୁ ଏହି ପୁସ୍ତକରେ ଲଖାେଥିବା କ୍ଲେଶଗୁଡ଼ିକ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହିସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଳେଶଗୁଡ଼ିକ ଈଶ୍ଵର ତାହା ପ୍ରତି ଘଟାଇବେ;
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯୋହନ। ଯେଉଁମାନେ ଏହି ପୁସ୍ତକର ଭବିଷ୍ୟଦ୍ବାଣୀ ସବୁ ଶୁଣନ୍ତି, ସେମାନଙ୍କୁ ମୁଁ ସତର୍କ କରି ଦେଉଛି: ଯଦି ଏଥିରେ କେହି କିଛି ଯୋଗ କରେ, ତେବେ ଏହି ପୁସ୍ତକବର୍ଣ୍ଣିତ ମହାମାରୀ ଦ୍ୱାରା ଈଶ୍ୱର ତାକୁ ଶାସ୍ତି ଦେବେ
Odia Bible ERV 2004 (ପବିତ୍ର ବାଇବଲ)
ଏହି ପୁସ୍ତକର ଭବିଷ୍ୟଦ୍ବାଣୀର ବାକ୍ୟଗୁଡ଼ିକୁ ଶୁଣୁଥିବା ପ୍ରତ୍ୟେକ ଲୋକକୁ ମୁଁ ସତର୍କ କରିଦିଏ। କେହି ଯଦି ଏହି ବାକ୍ୟଗୁଡ଼ିକ ସହିତ କିଛି ଯୋଗକରେ ତେବେ ପରମେଶ୍ୱର ତାହାକୁ ଏହି ପୁସ୍ତକରେ ଲେଖାଥିବା କ୍ଳେଶଗୁଡ଼ିକ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହିସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଲେଶଗୁଡ଼ିକ ଈଶ୍ବର ତାହା ପ୍ରତି ଘଟାଇବେ;
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହି ସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଲେଶଗୁଡ଼ିକ ଈଶ୍ୱର ତାହା ପ୍ରତି ଘଟାଇବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಜುವಾಂವ್ ಹ್ಯಾ ಪುಸ್ತಕಾತ್ಲ್ಯಾ ಪ್ರವಾದ್ ಕರುನ್ ಸಾಂಗಲ್ಲ್ಯಾ ಗೊಸ್ಟಿಯಾ ಆಯಿಕ್ತಲ್ಯಾಕ್ನಿ ಉಶಾರ್ಕಿ ದಿವ್ನ್ ಸಾಂಗ್ತಾ. ಹ್ಯಾ ಗೊಸ್ಟಿಯಾತ್ನಿ ಅನಿ ಜಾಸ್ತಿಚೆ ಕೊನ್ಬಿ ಮಿಳ್ವುಲ್ಯಾರ್, ದೆವ್ ತ್ಯೆಚ್ಯಾ ಶಿಕ್ಷೆತ್ ಹ್ಯಾ ಪುಸ್ತಕಾತ್ ಸಾಂಗಲ್ಲಿ ಸಗ್ಳಿ ತರಾಸಾ ಮಿಳ್ವುತಾ.