Revelation 22:19 — Compare Translations
7 translations compared side by side
Odia - 1840
"ଯଦି କୌଣସି ବ୍ଯକ୍ତି ଏହି ପୁସ୍ତକରେ ଲିଖିତ ଭବିଷ୍ଯଦ୍ ବାଣୀର ବାକ୍ଯଗୁଡ଼ିକରୁ କିଛି କାଢ଼ି ଦିଏ, ତବେେ ପରମେଶ୍ବର ଏହି ପୁସ୍ତକରେ ଲିଖିତ ଜୀବନବୃକ୍ଷ ଓ ପବିତ୍ର ନଗରୀରୁ ତାହାର ଅଧିକାର କାଢ଼ିନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ଵର ଏହି ପୁସ୍ତକରେ ଲିଖିତ ଜୀବନ ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ଏହି ପୁସ୍ତକର ଭବିଷ୍ୟଦ୍ବାଣୀରୁ କେହି ଯଦି କିଛି ବାଦ୍ ଦିଏ, ତେବେ ଈଶ୍ୱର ତାକୁ ଏହି ପୁସ୍ତକବର୍ଣ୍ଣିତ ଜୀବନ-ବୃକ୍ଷର ଫଳରୁ ଓ ପବିତ୍ର ନଗରୀରୁ ବଞ୍ଚିତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ବ୍ୟକ୍ତି ଏହି ପୁସ୍ତକରେ ଲିଖିତ ଭବିଷ୍ୟଦ୍ବାଣୀର ବାକ୍ୟଗୁଡ଼ିକରୁ କିଛି କାଢ଼ି ଦିଏ, ତେବେ ପରମେଶ୍ୱର ଏହି ପୁସ୍ତକରେ ଲିଖିତ ଜୀବନବୃକ୍ଷ ଓ ପବିତ୍ର ନଗରୀରୁ ତାହାର ଅଧିକାର କାଢ଼ିନେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ବର ଏହି ପୁସ୍ତକରେ ଲିଖିତ ଜୀବନ-ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ୱର ଏହି ପୁସ୍ତକରେ ଲିଖିତ ଜୀବନବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಕೊನ್ಬಿ ಹ್ಯಾ ಪುಸ್ತಕಾತ್ ಪ್ರವಾದ್ ಕರುನ್ ಸಾಂಗಲ್ಲ್ಯಾ ಗೊಸ್ಟಿಯಾನಿತ್ಲೆ ಕಾಯ್ಬಿ ಕಾಡ್ಲ್ಯಾನ್ ತರ್, ದೆವ್ ತೆಂಚೊ ಹ್ಯಾ ಪುಸ್ತಕಾತ್ ಸಾಂಗಲ್ಲ್ಯಾ ಪವಿತ್ರ್ ಶಾರಾಚೊ ಅನಿ ಜಿವ್ ದಿತಲ್ಯಾ ಝಾಡಾಚೆ ಫಳ್ ಖಾತಲೊ ಭಾಗ್ ಕಾಡುನ್ ಘೆತಾ.