Revelation 22:2 — Compare Translations
7 translations compared side by side
Odia - 1840
"ଏହା ନଗରୀର ରାଜପଥ ଦଇେ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବୃକ୍ଷ ରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ନଦୀର ଉଭୟ ପାର୍ଶ୍ଵରେ ଦ୍ଵାଦଶ ଥର ଫଳଦାୟକ ଜୀବନବୃକ୍ଷ ଅଛି, ସେଥିରେ ପ୍ରତି ମାସରେ ଫଳ ଫଳେ, ପୁଣି ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନଗରୀର ରାଜପଥ ମଧ୍ୟଦେଇ ପ୍ରବାହିତ ହୋଇଥିଲା। ନଦୀର ଦୁଇ ପାଶ୍ୱର୍ରେ ଜୀବନ-ବୃକ୍ଷ ଥିଲା। ତାହା ବର୍ଷର ପ୍ରତ୍ୟେକ ମାସରେ, ଅର୍ଥାତ୍ ବର୍ଷକରେ ଦ୍ୱାଦଶ ଥର ଫଳ ଧାରଣ କରେ ଏବଂ ଏହାର ପତ୍ର ଆରୋଗ୍ୟଦାୟକ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ନଗରୀର ରାଜପଥ ଦେଇ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବକ୍ଷରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ନଦୀର ଉଭୟ ପାର୍ଶ୍ୱରେ ଦ୍ୱାଦଶ ଥର ଫଳଦାୟକ ଜୀବନ-ବୃକ୍ଷ ଅଛି, ସେଥିରେ ପ୍ରତିମାସରେ ଫଳ ଫଳେ, ପୁଣି, ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ।
Odia IRV 2017 (ଓଡିଆ ବାଇବେଲ)
ସେହି ନଦୀର ଉଭୟ ପାର୍ଶ୍ୱରେ ଦ୍ୱାଦଶ ଥର ଫଳଦାୟକ ଜୀବନବୃକ୍ଷ ଅଛି, ସେଥିରେ ପ୍ରତିମାସରେ ଫଳ ଫଳେ, ପୁଣି, ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಾರಾಚ್ಯಾ ವೊನಿಯಾಂಚ್ಯಾ ಮದ್ದಿ ಹೊಂವ್ಲಾಗಲ್ಲೆ, ನ್ಹಯ್ಚ್ಯಾ ದೊನ್ ದಂಡೆಕ್ನಿ ಜಿವ್ ದಿತಲೆ ಝಾಡ್ ಹೊತ್ತೆ, ತೆ ವರ್ಸಾಚೆ ಬಾರಾ ಮ್ಹಯಿನೆಬಿ ಫಳಾ ದಿ, ತೆ ಮಹಿನ್ಯಾಕ್ ಎಕ್ ಪಿಕ್ಕ್ ದಿ, ಅನಿ ತ್ಯಾ ಝಾಡಾಚಿ ಪಾನಾ ದೆಶಾಕ್ನಿ ಗುನ್ ಕರುಕ್ ವಾಪ್ರುನ್ ಹೊಯ್ತ್.