Revelation 22:20 — Compare Translations

7 translations compared side by side

Odia - 1840
"ଯୀଶୁ ହିଁ ଏସବୁ ସତ୍ଯ କହନ୍ତି। ବର୍ତ୍ତମାନ ସେ କହନ୍ତି, ହଁ, ଆମ୍ଭେ ଶୀଘ୍ର ଆସୁଛୁ। ଆମେନ୍। ହେ ପ୍ରଭୁଯୀଶୁ ଆସନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ । ଆମେନ୍, ହେ ପ୍ରଭୁ ଯୀଶୁ, ଆସନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ଏ ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଛନ୍ତି, ସେ କହନ୍ତି, “ଏହା ସୁନିଶ୍ଚିତ। ମୁଁ ଶୀଘ୍ର ଆସୁଅଛି।” ତାହା ହିଁ ହେଉ। ପ୍ରଭୁ ଯୀଶୁ, ଆସନ୍ତୁ!
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ହିଁ ଏସବୁ ସତ୍ୟ କହନ୍ତି। ବର୍ତ୍ତମାନ ସେ କହନ୍ତି, “ହଁ, ଆମ୍ଭେ ଶୀଘ୍ର ଆସୁଛୁ।” ଆମେନ୍। ହେ ପ୍ରଭୁ ଯୀଶୁ ଆସନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, “ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ।” ଆମେନ୍‍, ହେ ପ୍ରଭୁ ଯୀଶୁ, ଆସନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ । ଆମେନ୍, ହେ ପ୍ରଭୁ ଯୀଶୁ, ଆସନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊ ಕೊನ್ ಹ್ಯಾ ಸಗ್ಳ್ಯಾ ಗೊಸ್ಟಿಯಾಕ್ನಿ ಸಾಕ್ಷಿ ದಿತಾ ತೊ, “ಹೊಯ್ ಖರೆಚ್! ಮಿಯಾ ಲಗ್ಗುನಾಚ್ ಯೆವ್ಲಾ!” ಮನ್ತಾ. ಆಮೆನ್! ಧನಿಯಾ ಜೆಜು ಯೆ!