Revelation 22:21 — Compare Translations
7 translations compared side by side
Odia - 1840
"ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ସମସ୍ତ ଲୋକମାନଙ୍କ ସହିତ ରହିଥାଉ। ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ । ଆମେନ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ପ୍ରତ୍ୟେକେ ଅନୁଭବ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ସମସ୍ତ ଲୋକମାନଙ୍କ ସହିତ ରହିଥାଉ। ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ । ଆମେନ୍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾ ಜೆಜು ಕ್ರಿಸ್ತಾಚಿ ಕುರ್ಪಾ ಹರಿಎಕ್ಲ್ಯಾಚ್ಯಾ ವಾಂಗ್ಡಾ ರ್ಹಾಂವ್ದಿತ್.