Revelation 22:3 — Compare Translations

7 translations compared side by side

Odia - 1840
"ସଠାେରେ ପରମେଶ୍ବରଙ୍କ ଦ୍ବାରା ବିଚାରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ବର ଓ ମଷେଶାବକଙ୍କ ସିଂହାସନ ସଠାେରେ ରହିବ। ତାହାଙ୍କର ସବେକମାନେ ତାହାଙ୍କୁ ଉପାସନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ । ଈଶ୍ଵର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଅଭିଶାପର ପାତ୍ର କୌଣସି ବିଷୟ ସେହି ନଗରୀରେ ଦେଖିବାକୁ ମିଳିବ ନାହିଁ। ଈଶ୍ୱର ଓ ମେଷଶାବକଙ୍କ ସିଂହାସନ ସେହି ନଗରୀ ମଧ୍ୟରେ ରହିବ ଏବଂ ସେଠାରେ ତାଙ୍କ ସେବକମାନେ ତାଙ୍କର ଆରାଧନା କରିବେ!
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ପରମେଶ୍ୱରଙ୍କ ଦ୍ୱାରା ବିଗ୍ଭରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ୱର ଓ ମେଷଶାବକଙ୍କ ସିଂହାସନ ସେଠାରେ ରହିବ। ତାହାଙ୍କର ସେବକମାନେ ତାହାଙ୍କୁ ଉପାସନା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ବର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ।
Odia IRV 2017 (ଓଡିଆ ବାଇବେଲ)
କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ । ଈଶ୍ୱର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಶಾರಾತ್ ದೆವಾಚ್ಯಾ ಸರಾಪಾಚ್ಯಾ ಖಾಲ್ತಿ ಹೊತ್ತೆ ಕಾಯ್ಬಿ ನತ್ತೆ. ದೆವಾಚೆ ಅನಿ ಬೊಕ್ಡಾಚೆ ಸಿವಾಸನ್ ಶಾರಾತ್ ರ್‍ಹಾತಾ ಅನಿ ತೆಚಿ ಸೆವಕಾ ತೆಚೆ ಆರಾದನ್ ಕರ್‍ತ್ಯಾತ್.