Revelation 22:5 — Compare Translations

7 translations compared side by side

Odia - 1840
"ସଠାେରେ ଆଉ କବେେ ରାଜି ହବେ ନାହିଁ। ଲୋକମାନେ ପ୍ରଦୀପର କିମ୍ବା ସୂର୍ୟ୍ଯର ଆଲୋକ ଆଉ ଆବଶ୍ଯକ କରିବେ ନାହିଁ। ପ୍ରଭୁ ପରମେଶ୍ବର ସମାନଙ୍କେୁ ଆଲୋକ ଦବେେ। ସମାନେେ ରାଜାଙ୍କ ପରି ସଦାସର୍ବଦା ପାଇଁ ରାଜତ୍ବ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ଵର ସେମାନଙ୍କ ଉପରେ ଆଲୋକ ସ୍ଵରୂପ ହେବେ, ପୁଣି ସେମାନେ ଯୁଗେ ଯୁଗେ ରାଜତ୍ଵ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ଆଉ ରାତ୍ରି ହେବ ନାହିଁ ଏବଂ ପ୍ରଦୀପ ବା ସୂର୍ଯ୍ୟାଲୋକ ସେମାନଙ୍କର ଆଉ ଆବଶ୍ୟକ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କର ଆଲୋକ ହେବେ ଏବଂ ସେମାନେ ଚିରକାଳ ରାଜତ୍ୱ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଆଉ କେବେ ରାତି ହେବ ନାହିଁ। ଲୋକମାନେ ପ୍ରଦୀପର କିମ୍ବା ସୂର୍ଯ୍ୟର ଆଲୋକ ଆଉ ଆବଶ୍ୟକ କରିବେ ନାହିଁ। ପ୍ରଭୁ ପରମେଶ୍ୱର ସେମାନଙ୍କୁ ଆଲୋକ ଦେବେ। ସେମାନେ ରାଜାଙ୍କ ପରି ସଦାସର୍ବଦା ପାଇଁ ରାଜତ୍ୱ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ବର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।
Odia IRV 2017 (ଓଡିଆ ବାଇବେଲ)
ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಅನಿಫಿಡೆ ರಾತ್ ಮನ್ತಲಿ ರ್‍ಹಾಯ್ನಾ, ತೆಂಕಾ ದಿವ್ಯಾಂಚೊ ನಾಹೊಲ್ಯಾರ್ ದಿಸಾಚೊ ಉಜ್ವೊಡ್ ಪಾಜೆ ಮನುನ್ ನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಸರ್ವೆಸ್ವರ್ ದೆವುಚ್ ತೆಂಚೊ ಉಜ್ವೊಡ್ ಹೊವ್ನ್ ರ್‍ಹಾತಾ, ಅನಿ ತೆನಿ ಸದಾ ಸರ್ವತಾಕ್ ರಾಜಾಂಚ್ಯಾ ಸರ್ಕೆ ರಾಜ್ ಚಾಲ್ವುತ್ಯಾತ್.