Revelation 22:6 — Compare Translations

7 translations compared side by side

Odia - 1840
"ସେ ସ୍ବଗଦୂର୍ତ ମାେତେ କହିଲେ, ଏହି କଥାଗୁଡ଼ିକ ସତ୍ଯ ଓ ବିଶ୍ବାସ ଯୋଗ୍ଯ। ପ୍ରଭୁ ଭବିଷ୍ଯଦ୍ ବକ୍ତାମାନଙ୍କ ଆତ୍ମାର ପରମେଶ୍ବର ଅଟନ୍ତି। ଯାହା ଶୀଘ୍ର ଘଟିବ, ତାହା ତାହାଙ୍କ ସବେକମାନଙ୍କୁ ଦଖାଇବୋ ପାଇଁ ପରମେଶ୍ବର ସ୍ବର୍ଗଦୂତଙ୍କୁ ପଠାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ଵସନୀୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହିସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ଵର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତିୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୂତ ମୋତେ କହିଲେ, “ଏହି ସବୁ କଥା ସତ୍ୟ ଓ ନିର୍ଭରଯୋଗ୍ୟ। ଯାହା ଯାହା ଅତି ଶୀଘ୍ର ଘଟିବ, ତାହା ତାଙ୍କର ସେବକମାନଙ୍କୁ ଜଣାଇବା ପାଇଁ ଭାବବାଦୀମାନଙ୍କୁ ଆତ୍ମିକ ଜ୍ଞାନ ଦେଉଥିବା ଈଶ୍ୱର ତାଙ୍କର ଦୂତଙ୍କୁ ପ୍ରେରଣ କରିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସେ ସ୍ୱର୍ଗଦୂତ ମୋତେ କହିଲେ, “ଏହି କଥାଗୁଡ଼ିକ ସତ୍ୟ ଓ ବିଶ୍ୱାସ ଯୋଗ୍ୟ। ପ୍ରଭୁ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ଆତ୍ମାର ପରମେଶ୍ୱର ଅଟନ୍ତି। ଯାହା ଶୀଘ୍ର ଘଟିବ, ତାହା ତାହାଙ୍କ ସେବକମାନଙ୍କୁ ଦେଖାଇବା ପାଇଁ ପରମେଶ୍ୱର ସ୍ୱର୍ଗଦୂତଙ୍କୁ ପଠାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହିସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ବର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହି ସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ୱର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ದೆವಾಚ್ಯಾ ದುತಾನ್ ಮಾಕಾ,“ಹ್ಯಾ ಗೊಸ್ಟಿಯಾ ಖರ್‍ಯಾ ಅನಿ ಬರೊಸೊ ಕರುಕ್ ಯೊಗ್ಯ್ ಹಾತ್. ಸರ್ವೆಸ್ವರ್ ದೆವಾನ್ ಪ್ರವಾದ್ಯಾಕ್ನಿ ಪವಿತ್ರ್ ಆತ್ಮೊ ದಿಲ್ಲ್ಯಾನ್, ಅಪ್ನಾಚ್ಯಾ ಸೆವಕಾಕ್ನಿ ಲಗ್ಗುನಾಚ್ ಕಾಯ್ ಘಡ್ನಾರ್ ಹಾಯ್ ಮನುನ್ ದಾಕ್ವುಸಾಟ್ನಿ ಅಪ್ನಾಚ್ಯಾ ದೆವ್‍ದುತಾಕ್ ಧಾಡುನ್ ದಿಲ್ಯಾನಾಯ್.”