Revelation 22:7 — Compare Translations

7 translations compared side by side

Odia - 1840
"ଶୁଣ! ଆମ୍ଭେ ଶୀଘ୍ର ଆସୁଅଛୁ। ଏହି ପୁସ୍ତକରେ ଲଖାେଥିବା ଭବିଷ୍ଯବାଣୀର ବାକ୍ଯଗୁଡ଼ିକୁ ଯେଉଁ ଲୋକ ପାଳନ କରିବ, ସେ ଧନ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହୁଅଛନ୍ତି, “ଶୁଣ! ମୁଁ ଶୀଘ୍ର ଆସୁଛି! ଯେଉଁମାନେ ଏହି ପୁସ୍ତକରେ ପ୍ରକାଶ କରାଯାଇଥିବା ଭାବବାଣୀ ପ୍ରତି ମନୋଯୋଗୀ ହୋଇ ଆଜ୍ଞାବହ ହୁଅନ୍ତି, ସେମାନେ ଭାଗ୍ୟବାନ!”
Odia Bible ERV 2004 (ପବିତ୍ର ବାଇବଲ)
‘ଶୁଣ, ଆମ୍ଭେ ଶୀଘ୍ର ଆସୁଅଛୁ! ଏହି ପୁସ୍ତକରେ ଲେଖାଥିବା ଭବିଷ୍ୟ‌‌ଦ୍‌‌‌‌ବାଣୀର ବାକ୍ୟଗୁଡ଼ିକୁ ଯେଉଁ ଲୋକ ପାଳନ କରିବ, ସେ ଧନ୍ୟ ହେବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಆಯ್ಕ್! ಮಿಯಾ ಲಗ್ಗುನಾಚ್ ಯೆವ್ಲಾ! ಹ್ಯಾ ಪುಸ್ತಕಾತ್ಲ್ಯಾ ಪ್ರವಾದ್ ಕರುನ್ ಸಾಂಗಲ್ಲ್ಯಾ ಗೊಸ್ಟಿಯಾಕ್ನಿ ಜೆ ಕೊನ್ ಖಾಲ್ತಿ ಹೊವ್ನ್ ಚಲ್ತ್ಯಾತ್ ತೆನಿ ಸುಖಿ!”