Revelation 22:8 — Compare Translations

7 translations compared side by side

Odia - 1840
"ମୁଁ ଯୋହନ। ମୁଁ ଏସବୁ ଶୁଣିଛି ଓ ଦେଖିଛି। ପୁଣି କଥା ଶୁଣିବା ଓ ଦେଖିବା ପରେ ମୁଁ ଏସବୁ କହିବାଦୂତଙ୍କ ପାଦତଳେ ପ୍ରଣାମ କରିବା ପାଇଁ ପଡ଼ିଗଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯୋହନ ସ୍ଵୟଂ ଏହିସମସ୍ତ ଶ୍ରବଣ ଓ ଦର୍ଶନ କଲି । ଶ୍ରବଣ ଓ ଦର୍ଶନ କରିବା ପରେ, ଯେଉଁ ଦୂତ ମୋତେ ଏହିସମସ୍ତ ଦର୍ଶନ କରାଇଲେ, ମୁଁ ତାହାଙ୍କ ପାଦ ତଳେ ପ୍ରଣାମ କରିବା ନିମନ୍ତେ ଉବୁଡ଼ ହେଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯୋହନ, ଏହିସବୁ ବିଷୟ ନିଜେ ଶୁଣିଛି ଓ ଦେଖିଛି। ସବୁ ଶୁଣି ଏବଂ ଦେଖି ସାରିବା ପରେ, ଯେଉଁ ଦୂତ ମୋ’ ନିକଟରେ ତାହା ପ୍ରକାଶ କଲେ, ମୁଁ ତାଙ୍କ ପାଦ ତଳେ ପଡ଼ି ତାଙ୍କୁ ଆରାଧନା କରିବାକୁ ଯାଉଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯୋହନ। ମୁଁ ଏସବୁ ଶୁଣିଛି ଓ ଦେଖିଛି। ପୁଣି କଥା ଶୁଣିବା ଓ ଦେଖିବା ପରେ ମୁଁ ଏସବୁ କହିବାଦୂତଙ୍କ ପାଦତଳେ ପ୍ରଣାମ କରିବା ପାଇଁ ପଡ଼ିଗଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯୋହନ ସ୍ୱୟଂ ଏହି ସମସ୍ତ ଶ୍ରବଣ ଓ ଦର୍ଶନ କରିବା ପରେ, ଯେଉଁ ଦୂତ ମୋତେ ଏହି ସମସ୍ତ ଦର୍ଶନ କରାଇଲେ, ମୁଁ ତାହାଙ୍କ ପାଦ ତଳେ ପ୍ରଣାମ କରିବା ନିମନ୍ତେ ଉବୁଡ଼ ହେଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯୋହନ ସ୍ୱୟଂ ଏହି ସମସ୍ତ ଶ୍ରବଣ ଓ ଦର୍ଶନ କରିବା ପରେ, ଯେଉଁ ଦୂତ ମୋତେ ଏହି ସମସ୍ତ ଦର୍ଶନ କରାଇଲେ, ମୁଁ ତାହାଙ୍କ ପାଦ ତଳେ ପ୍ରଣାମ କରିବା ନିମନ୍ତେ ଉବୁଡ଼ ହେଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಜುವಾಂವಾಕ್ ಹೆ ಸಗ್ಳೆ ಬಗಟ್ಲಾ ಅನಿ ಆಯಿಕ್ಲಾ. ಮಿಯಾ ಹೆ ಆಯಿಕ್ತಲೆ ಅನಿ ಬಗ್ತಲೆ ಸರಲ್ಲ್ಯಾ ತನ್ನಾ, ಮಿಯಾ ಹೆ ಸಗ್ಳೆ ಮಾಕಾ ದಾಕ್ವಲ್ಲ್ಯಾ ದೆವ್‍ದುತಾಚೆ ಆರಾದನ್ ಕರುಕ್ ತ್ಯೆಚ್ಯಾ ಪಾಂಯಾತ್ ಪಡ್ಲೊ.