Revelation 22:9 — Compare Translations

7 translations compared side by side

Odia - 1840
"କିନ୍ତୁ ସହେି ଦୂତ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ଯଦ୍ ବକ୍ତାମାନଙ୍କ ପରି ଜଣେ ସବେକ। ମୁଁ ସହେିମାନଙ୍କ ପରି ଜଣେ ସବେକ ୟିଏ, ଏହି ପୁସ୍ତକର ବାକ୍ଯଗୁଡ଼ିକୁ ପାଳନ କରେ। ତେଣୁ ତୁମ୍ଭେ କବଳେ ପରମେଶ୍ବରଙ୍କୁ ପ୍ରଣାମ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀ-ମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ଵରଙ୍କୁ ପ୍ରଣାମ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେ କହିଲେ, “ସେପରି କର ନାହିଁ, କାରଣ ମୁଁ ମଧ୍ୟ ତୁମ ପରି ଜଣେ। ତୁମର ଯେଉଁ ଭାବବାଦୀ ଭାଇମାନେ ଓ ଯେଉଁ ସମସ୍ତେ ଏହି ପୁସ୍ତକର ବାକ୍ୟ ଅନୁଯାୟୀ ଆଜ୍ଞାବହ ହୋଇ ରହନ୍ତି, ସେମାନଙ୍କ ପରି ମୁଁ ଜଣେ ସେବକ ମାତ୍ର। ଈଶ୍ୱରଙ୍କର ଆରାଧନା କର।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ଦୂତ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ପରି ଜଣେ ସେବକ। ମୁଁ ସେହିମାନଙ୍କ ପରି ଜଣେ ସେବକ ଯିଏ, ଏହି ପୁସ୍ତକର ବାକ୍ୟଗୁଡ଼ିକୁ ପାଳନ କରେ। ତେଣୁ ତୁମ୍ଭେ କେବଳ ପରମେଶ୍ୱରଙ୍କୁ ପ୍ରଣାମ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆನಿ ಮಾಕಾ,“ತಸೆ ಕರುನಕೊ! ಮಿಯಾಬಿ ಹ್ಯಾ ಪುಸ್ತಕಾಚ್ಯಾ ಗೊಸ್ಟಿಯಾಕ್ನಿ ಖಾಲ್ತಿ ಹೊವ್ನ್ ಚಲ್ತಲ್ಯಾ ಭಾವಾಂಚ್ಯಾ ಸರ್ಕೊ ಅನಿ ತುಜ್ಯಾ ಸರ್ಕೊ ಎಕ್ ಸೆವಕ್, ಅನಿ ಮಿಯಾ ಪ್ರವಾದಿ, ದೆವಾಚೆ ಆರಾದನ್ ಕರ್!” ಮಟ್ಲ್ಯಾನ್.