Revelation 3:1 — Compare Translations
7 translations compared side by side
Odia - 1840
"ସାର୍ଦ୍ଦୀ ମଣ୍ଡଳୀର ଦୂତଙ୍କୁ ଏହା ଲେଖ: ଯାହାଙ୍କଠା ରେ ପରମେଶ୍ବରଙ୍କର ସାତାଟେି ଆତ୍ମା ଓ ସାତାଟେି ନକ୍ଷତ୍ର ଅଛି, ସେ ଏହି କଥାଗୁଡ଼ିକ ତୁମ୍ଭକୁ କହୁଛନ୍ତି, ମୁଁ ତୁମ୍ଭ କର୍ମ ବିଷୟ ରେ ଜାଣେ। ଲୋକମାନେ କହନ୍ତି, ତୁମ୍ଭେ ନାମକୁ ମାତ୍ର ଜୀବିତ, କିନ୍ତୁ ପ୍ରକୃତ ରେ ମୃତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାର୍ଦ୍ଦୀ ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ଈଶ୍ଵରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସାର୍ଦ୍ଦିସ୍ରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ। “ଈଶ୍ୱରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରିଥିବା ବ୍ୟକ୍ତିଙ୍କଠାରୁ ଏହି ବାର୍ତ୍ତା। ମୁଁ ତୁମର କାର୍ଯ୍ୟକଳାପ ଜାଣେ; ତୁମ୍ଭେମାନେ ମୃତ ହୋଇଥିଲେ ମଧ୍ୟ ଜୀବିତ ଅଛ ବୋଲି ଖ୍ୟାତି ଲାଭ କରିଛ।
Odia Bible ERV 2004 (ପବିତ୍ର ବାଇବଲ)
ସାର୍ଦ୍ଦୀ ମଣ୍ଡଳୀକୁ ଯୀଶୁଙ୍କର ପତ୍ର “ସାର୍ଦ୍ଦୀ ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯାହାଙ୍କଠାରେ ପରମେଶ୍ୱରଙ୍କର ସାତୋଟି ଆତ୍ମା ଓ ସାତୋଟି ନକ୍ଷତ୍ର ଅଛି, ସେ ଏହି କଥାଗୁଡ଼ିକ ତୁମ୍ଭକୁ କହୁଛନ୍ତି, “ମୁଁ ତୁମ୍ଭ କର୍ମ ବିଷୟରେ ଜାଣେ। ଲୋକମାନେ କହନ୍ତି, ତୁମ୍ଭେ ନାମକୁ ମାତ୍ର ଜୀବିତ, କିନ୍ତୁ ପ୍ରକୃତରେ ମୃତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଈଶ୍ବରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।
Odia IRV 2017 (ଓଡିଆ ବାଇବେଲ)
ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଈଶ୍ୱରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾರ್ದಿಸಾಚ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ದೆವ್ದುತಾಕ್ ಲಿವ್. ದೆವಾಚೆ ಸಾತ್ ಆತ್ಮೆ ಅನಿ ಸಾತ್ ಚಿಕ್ಕಿಯಾ ಅಸಲ್ಲ್ಯಾಕ್ನಾ ಯೆಲ್ಲಿ ಬಾತ್ಮಿ ಹಿ. ತಿಯಾ ಕಾಯ್ ಕರುಲೆಯ್ ಮನುನ್ ಮಾಕಾ ಗೊತ್ತ್ ಹಾಯ್. ಝಿತ್ತೊ ರ್ಹಾತಲೊ ಮನುನ್ ತುಕಾ ಲೈ ಮಾನ್ ದಿತ್ಯಾತ್. ಖರೆ ತಿಯಾ ಮರುನ್ ಗೆಲ್ಲೊ ಹಾಸ್ ಮನುನ್ಬಿ ಮಾಕಾ ಗೊತ್ತ್ ಹಾಯ್.